ଜଗନ୍ନାଥ ମନ୍ଦିର ସିଂହାସନରୁ ନେଇଗଲେ ସୁନା, ରୁପା ଅଳଙ୍କାର

ନୟାଗଡ଼,୨୧।୨: ନୟାଗଡ଼ ପୁରୁଣା ସହରସ୍ଥିତ ଜଗନ୍ନାଥଙ୍କ ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୃତ୍ତ ମନ୍ଦିର ଦକ୍ଷିଣ ଦ୍ୱାର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ପଶି ସିଂହାସନ ଉପରୁ ଲକ୍ଷାଧିକ ଟଙ୍କାର ସୁନା ଏବଂ ରୁପା ଅଳଙ୍କାର ଲୁଟି ନେଇଛନ୍ତି।

ଶୁକ୍ରବାର ମନ୍ଦିର ପୂଜକ ପୂଜା ପାଇଁ ସମ୍ମୁଖ ଦ୍ୱାର ଫିଟାଇ ମନ୍ଦିର ଭିତରକୁ ଯାଇଥିବା ବେଳେ ମନ୍ଦିର ଦକ୍ଷିଣ ଦ୍ୱାର କବାଟ ତାଲା ଭାଙ୍ଗି ଯାଇଥିବା ଦେଖିବାକୁ ପାଇଥିଲେ। ଏପରିକି ସେ ସିଂହାସନ ଉପରୁ ଲକ୍ଷାଧିକ ଟଙ୍କାର ସୁନା ଏବଂ ରୁପା ଅଳଙ୍କାର ଚୋରି ହୋଇଥିବା ଦେଖି ମନ୍ଦିର କର୍ମକର୍ତ୍ତାଙ୍କୁ ଜଣାଇଥିଲେ। ମନ୍ଦିର କର୍ମକର୍ତ୍ତା ଚୋରି ସମ୍ପର୍କରେ ଅନୁଧ୍ୟାନ କରି ପୋଲିସକୁ ଖବର ଦେଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ଅନ୍ୟପକ୍ଷେ ଦୁର୍ବୃତ୍ତମାନଙ୍କ ଏତେ ସାହସ ସିଂହାସନ ଉପରୁ ସୁନା, ରୁପା ଅଳଙ୍କାର ନେଇଗଲେ ବୋଲି ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ମିଳିବ ପ୍ରୋତ୍ସାହନ: ସରକାରୀ କର୍ମଚାରୀ ପିନ୍ଧିବେ ହସ୍ତତନ୍ତ ପୋଷାକ

ଭୁବନେଶ୍ୱର,୨।୪: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଗୁରୁବାର ହସ୍ତତନ୍ତ ପୋଷାକ...

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image