ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି। ସୁନା ସୋମବାର ୧୦ ଗ୍ରାମ ପିଛା ୬୦୦ ଟଙ୍କା ଶସ୍ତା ହୋଇଛି। ଏଥି ସହିତ ରୂପା ମଧ୍ୟ କିଲୋଗ୍ରାମ ପିଛା ୧୨୦୦ ଟଙ୍କା ଶସ୍ତା ହୋଇଛି। ଏଭଳି ପରିସ୍ଥିତିରେ ଉଭୟ ସୁନା ଓ ରୂପା ମୂଲ୍ୟରେ ଏକ ଜବରଦସ୍ତ ହ୍ରାସ ଦେଖିବାକୁ ମିଳୁଛି।

ସପ୍ତାହର ପ୍ରଥମ ବାଣିଜ୍ୟ ଦିନରେ ଅର୍ଥାତ୍ ସୋମବାରରେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୭୨,୧୭୮ ଟଙ୍କାରେ ପହଞ୍ଚିଛି। ଶୁକ୍ରବାର ଦିନ, ୨୪ କ୍ୟାରେଟ୍ ସୁନା ସୁନା ଫ୍ୟୁଚର ବଜାରରେ ୧୦ ଗ୍ରାମ ପିଛା ୭୨,୭୯୨ ଟଙ୍କା ବନ୍ଦ ହୋଇଛି।

ସୁନା ବ୍ୟତୀତ ରୂପା ମୂଲ୍ୟରେ ମଧ୍ୟ ବହୁତ ହ୍ରାସ ଘଟିଛି। ବଜାରରେ ରୂପା ୧୨୦୭ ଟଙ୍କା ଶସ୍ତା ହୋଇ କିଲୋଗ୍ରାମରେ ୮୨,୩୦୦ ଟଙ୍କାରେ ପହଞ୍ଚିଛି। ଶୁକ୍ରବାର ଦିନ ଏହା କିଲୋଗ୍ରାମରେ ୮୩,୫୦୭ ଟଙ୍କା ବନ୍ଦ ହୋଇଛି।

  • ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୩,୮୪୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୫,୫୦୦ ଟଙ୍କାରେ ବିକ୍ରି ହେଉଛି।
  • ଚେନ୍ନାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୪,୬୭୦ ଟଙ୍କା ଏବଂ ରୂପା କିଲୋଗ୍ରାମ ପିଛା ୮୯,୦୦୦ ଟଙ୍କାରେ ବିକ୍ରି ହେଉଛି।
  • ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପ୍ରତି ୭୩,୬୯୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୫,୫୦୦ ଟଙ୍କାରେ ବିକ୍ରି ହେଉଛି।
  • କୋଲକାତାରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୩,୬୯୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୫,୫୦୦ ଟଙ୍କାରେ ବିକ୍ରି ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri