ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…

ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁରରେ। ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁବାସବି ଜୁଏଲେରୀ ମାଲିକ ହରପ୍ରସାଦ ରାଓଙ୍କ ସୁନା ଦୋକାନରେ ମଙ୍ଗଳବାର ଚଢ଼ାଉ ହୋଇଥିଲା। ଏହାକୁ ସହି ନ ପାରି ସେ ଚିନ୍ତାଗ୍ରସ୍ତରେ ରହୁଥିଲେ ବୋଲି ତାଙ୍କ ଭାଇ ଅଭିଯୋଗ କରିଛନ୍ତି। ସେ ଗୁରୁବାର ରାତିରେ ଦୀପାବଳି ସାରି ଶୋଇଥିବା ବେଳେ ଶୁକ୍ରବାର ସକାଳ ୮ଟା ଯାଏ ଉଠି ନ ଥିଲେ। ପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଲୋକ ଲଜ୍ୟାକୁ ସହି ନପାରି ହୃଦ୍‌ଘାତରେ ଭାଇଙ୍କ ମୃତ୍ୟୁ ଘଟିଥିବା ତାଙ୍କ ଭାଇ ଅଭିଯୋଗ କରିଛନ୍ତି।
ହରପ୍ରସାଦଙ୍କ ମୃତ୍ୟୁକୁ ନେଇ ଜୟପୁର ଚାମ୍ବର ଅଫ କର୍ମସ ଅଭିଯୋଗ କରିଛି । ଶୁକ୍ରବାର ସା ୫ଟାରେ ନେହୁରୁ ନଗରସ୍ଥିତ ବେଦିକାରେ ଏକ ସାମ୍ବାଦିକ ସମ୍ମିଳନି କରି ସୁଚନା ଦିଆଯାଇଛି। ତାଙ୍କ ମୃତ୍ୟୁରେ ଶନିବାର ସକାଳ ୬ ଟାରୁ ସା ୬ଟା ଯାଏ ୧୨ ଘଣ୍ଟା ଦୋକାନ ବଜାର ବନ୍ଦ କରିବାକୁ ଅନୁରୋଧ କରାଯାଇଛି। ଏପରି ଘଟଣା ନ ଦୋହରାଇବା ପାଇଁ ଚାମ୍ବାର ଅଫ କମର୍ସ ତରଫରୁ ବନ୍ଦ ଡକରା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ...

ମିଳିନି ବୀମା କ୍ଷତିପୂରଣ, ବୈଠକରେ ତାତିଲେ ଚାଷୀ

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ୍‌ ସହାୟତା...

ପୁତୁରାଙ୍କ ପରେ କାକା ଘରେ ପଶିଲା CBI: ରାଜନୈତିକ ଲିଙ୍କ ନେଇ ଚର୍ଚ୍ଚା

ବରଗଡ଼/ସରଣ୍ଡା, ୫।୩(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରାରେ ବୁଧବାର ସିବିଆଇ ଚଢାଉ ଚର୍ଚ୍ଚାର ବିଷୟ ହୋଇଛି। ସିବିଆଇର ୨ଟିମ୍ ପୂର୍ବାହ୍ନରେ ପରମାଣପୁର ଗ୍ରାମରେ ରହୁଥିବା...

ନୂଆ ଆପରାଧିକ ଆଇନ: ଅଧିକାରକୁ ସୁରକ୍ଷା ରଖିବା ସହ ଆଇନ ବ୍ୟବସ୍ଥା ବଜାୟ ରଖେ

ଝରିଗାଁ,୫ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ପରିସରଠାରେ ଥାନା ଅଧିକାରୀ ପ୍ରଦୀପ କୁମାର ଶବରଙ୍କ ସଭାପତିତ୍ୱରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା...

‘ଓଡ଼ିଶା ପ୍ରଦେଶ ଗଠନରେ ବିଜୁବାବୁଙ୍କ ଭୂମିକା’

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବୁଧବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜୁ ଜନତା ଦଳ ଦିଗପହଣ୍ଡି...

ବିଦ୍ୟାଳୟର ବାର୍ଷିକୋତ୍ସବ: ‘ଶୃଙ୍ଖଳା ହିଁ ସଫଳତାର ଚାବିକାଠି’

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର)” ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୂଷୁଣ୍ଡା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ବୁଧବାର ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଜିରୋ ଦୁର୍ଘଟଣା ଉପରେ ଗୁରୁତ୍ୱାରୋପ

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ଭଞ୍ଜନଗର ଶାଖା କାର୍ଯ୍ୟାଳୟଠାରେ ବୁଧବାର ୫୪ତମ ଜାତୀୟ ସୁରକ୍ଷା ମାସ ଓ ଲାଇନ୍‌ମ୍ୟାନ ଦିବସ ଟାଟା...

ପଞ୍ଚାୟତ ସ୍ତରୀୟ ସୁଭଦ୍ରା ସଚେତନତା ଶୋଭାଯାତ୍ରା 

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଳକ ଅଧିନସ୍ଥ ୨୫ ଟି ପଞ୍ଚାୟତରେ ସୁଭଦ୍ରା ଯୋଜନାର ସଫଳତା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image