ନିବେଶର କେନ୍ଦ୍ରବିନ୍ଦୁ ହେବ ସୁନା: ସଞ୍ଜୟ

ଭୁବନେଶ୍ୱର,୧୦।୨: ବର୍ତ୍ତମାନ ସମୟରେ ସୁନା ଦର ଓ ବଜାରକୁ ନେଇ ସବୁଆଡେ ଚର୍ଚ୍ଚା ହେଉଥିଲାବେଳେ ସୁନା ନିବେଶର ମୁଖ୍ୟ କେନ୍ଦ୍ରବିନ୍ଦୁ ହେବ ବୋଲି ଲାଲ୍‌ଚନ୍ଦ ଜୁଏଲର୍ସର ପ୍ରତିଷ୍ଠାତା ସଞ୍ଜୟ ହଂସ ଆକଳନ କରିଛନ୍ତି। ଅପରପକ୍ଷରେ ଟ୍ରମ୍ପଙ୍କ ଆକ୍ରମଣାତ୍ମକ ବାଣିଜ୍ୟ ନୀତି ଓ ତାଙ୍କ ଦ୍ୱାରା ଟାର୍ଗେଟ୍‌ କରାଯାଇଥିବା ଦେଶଗୁଡ଼ିକଠାରୁ ପ୍ରତିଶୋଧର ଭୟ ସୁନାର ମୂଲ୍ୟକୁ ବୃଦ୍ଧି କରିଛି। ତଥାପି ସୁନା ବଜାର ଉପରେ ଅଭିଜ୍ଞ ସଞ୍ଜୟ ହଂସ ବିଶ୍ୱାସ କରନ୍ତି, ସୁନା ବର୍ତ୍ତମାନ ବି ଏକ ସୁରକ୍ଷିତ ନିବେଶ। ଯେତେବେଳେ ଆର୍ଥତ୍କ ଏବଂ ଭୂ-ରାଜନୈତିକ ଅସ୍ଥିରତା ଥାଏ, ସେତେବେଳେ ଏହାକୁ ନିରାପଦ ଭାବେ ବିବେଚନା କରାଯାଏ ବୋଲି ସେ କହିଛନ୍ତି। ସେହିଭଳି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚାଇନା,ମେକ୍ସିକୋ ଏବଂ କାନାଡ଼ା ଭଳି ଦେଶଗୁଡ଼ିକ ଉପରେ ଶାସ୍ତିମୂଳକ ଶୁଳ୍କ ଲାଗୁ କରିବା ପଦକ୍ଷେପ ଯୋଗୁ ବିଶ୍ୱରେ ବାଣିଜ୍ୟ ଯୁଦ୍ଧର ଆଶଙ୍କା ସୃଷ୍ଟି ହୋଇଛି। ଏହା ସହିତ ଟଙ୍କା ଦୁର୍ବଳ ହେବା କାରଣରୁ ସୁନା ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚତ୍ୟାଇଛି। ବର୍ତ୍ତମାନର ବଜାର ଅସ୍ଥିରତା ମୁଖ୍ୟତଃ ଆମେରିକା ଦ୍ୱାରା ଚାଇନା, ମେକ୍ସିକୋ ଏବଂ କାନାଡ଼ା ଉପରେ ଶୁଳ୍କ ଲାଗୁ କରାଯିବା ଯୋଗୁ ହୋଇଛି ଏବଂ ଫଳସ୍ବରୂପ ପ୍ରତିଶୋଧମୂଳକ ପଦକ୍ଷେପ ବିଶ୍ୱବଜାରକୁ ଅସ୍ଥିର କରିଛି। ୨୦୨୫ରେ ସୁନା ମୂଲ୍ୟ ପ୍ରାୟ ୧୦% ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେବାରେ ନିଜର ସ୍ବତନ୍ତ୍ରତା ପ୍ରତିଫଳିତହେବା ଦରକାର

ଦେଶିଆ ଇକୋ ରିସୋର୍ଟର ଫାଉଣ୍ଡର ତଥା ସଫଳ ଉଦ୍ୟୋଗୀ ହେଉଛନ୍ତି ଯୁଗବ୍ରତ କର। ପୁରୀରେ ତାଙ୍କର ଜନ୍ମ, ସେଇଠି ସେ ଛୋଟରୁ ବଡ଼ ହୋଇଛନ୍ତି। ପୁରୀ...

ଖୁବ୍‌ଶୀଘ୍ର Pi Coinରୁ କରିପାରିବେ ଶପିଂ! ଆମାଜନ୍‌, Ebay ଏବଂ Apple Pay ଉପରେ କରିପାରିବେ ଖର୍ଚ୍ଚ

ନୂଆଦିଲ୍ଲୀ,୨୦।୩: ଗତ କିଛି ଦିନ ଧରି ଚର୍ଚ୍ଚାରେ ରହିଛି Pi Networkର Pi Coin। ଏହି କଏନ ସମ୍ପର୍କରେ ନୂତନ ଅପଡେଟ୍‌ ସାମ୍ନାକୁ ଆସୁଛି। ଏହି...

ଟ୍ରେନ୍‌ ଛାଡ଼ିବାର ୧୦ ମିନିଟ୍‌ ପୂର୍ବରୁ ମିଳିଯିବ କନ୍‌ଫର୍ମ ଟିକେଟ, ସେ ବି Tatkalରୁ କମ୍‌ ଦାମ୍‌ରେ; ଜାଣନ୍ତୁ ଉପାୟ…

ନୂଆଦିଲ୍ଲୀ,୨୦।୩: ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ପର୍ବପର୍ବାଣୀ ସମୟରେ ଏହି ସଂଖ୍ୟା କୋଟି କୋଟି ଟଙ୍କା ପର୍ଯ୍ୟନ୍ତ ଯାଏ। ଏପରି...

ଭାରତରେ ଲଞ୍ଚ ହେଲା  Google Pixel 9a, ଦମ୍‌ଦାର କ୍ୟାମେରା-ବ୍ୟାଟେରୀ ସହ Iphone 16eକୁ ଦେବ ଟକ୍କର

ନୂଆଦିଲ୍ଲୀ,୨୦।୩: ଗୁଗୁଲ ଭାରତରେ ଏହାର ନୂତନ ପିକ୍ସେଲ ଫୋନ୍‌ Google Pixel ୯a ଲଞ୍ଚ କରିଛି। ଏହି ଫୋନ୍‌ଟି ସୁଲଭ ଫୋନ ବର୍ଗରେ ପ୍ରଚଳନ କରାଯାଇଛି।...

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଏପ୍ରିଲ ପହିଲାରୁ ବଦଳିଯିବ ଏସବୁ ନିୟମ, ମିଳିବ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୦।୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିଥିଲେ। ଏହି ସମୟ ମଧ୍ୟରେ, ସେ...

ପୁରୀ କେବୁଲ ଲ୍ୟାଣ୍ଡିଂ ଷ୍ଟେସନ ସ୍ଥାପନ କରିବେ ଓଡ଼ିଶା ସରକାର: ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୦।୩: ଓଡ଼ିଶାକୁ ଏକ ବୈଷୟିକ ଡିଜିଟାଲ ହବ୍ ରେ ପରିଣତ କରିବା ପାଇଁ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ପୁରୀ ଠାରେ...

ନିଜ ଉପରେ ବିଶ୍ୱାସ ହିଁ ସଫଳତାର ଚାବିକାଠି

ପୁରୀ ଜିଲା ନିମାପଡ଼ା ବ୍ଲକ୍‌ ଗଡ଼ ଅମରପ୍ରସାଦ ଭଳି ଏକ ଛୋଟ ଗାଁରେ ଡିଅନ୍‌ ଗ୍ରୁପର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ଇଂ ମନୋଜ କୁମାର ସାହୁଙ୍କ...

ADR ରିପୋର୍ଟରେ ବଡ଼ ଖୁଲାସା, ଚର୍ଚ୍ଚାରେ ଓଡ଼ିଶାର ଏହି ବିଧାୟକ

ନୂଆଦିଲ୍ଲୀ,୧୯।୩: ନିର୍ବାଚନର ସ୍ବଚ୍ଛତା ଉପରେ କାମ କରୁଥିବା ସଂଗଠନ ଆସୋସିଏସନ ଫର୍‌ ଡେମୋକ୍ରାଟିକ ରିଫର୍ମସ ଦେଶର ପ୍ରାୟ 4,092 ବିଧାୟକଙ୍କ ସମ୍ପତ୍ତି ଏବଂ ଅପରାଧିକ ରେକର୍ଡ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image