ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ
କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି। ଏହି ଜବତ ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଦୁବାଇରୁ ଭୁବନେଶ୍ବର ଆସୁଥିବା ୪ ଯାତ୍ରୀଙ୍କଠାରୁ ଏହି ସୁନା ଜବତ କରାଯାଇଥିବା ବେଳେ ୪ ଜଣଙ୍କୁ ଗିରଫ କରି ପଚରାଉଚରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ଚାଲିଛି ତନାଘନା

ଭୁବନେଶ୍ୱର,୨୫ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଅଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତେବେ ସୋମବାର ସକାଳୁ...

ଆଜି ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ବର୍ଷିବ

ଭୁବନେଶ୍ୱର,୨୫ା୧୧: ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।...

ନିର୍ଯାତନାର କାହାଣୀ ବଖାଣିଲେ ବାଂଲାଦେଶୀ ଦେହଜୀବୀ

ଭୁବନେଶ୍ୱର,୨୫ା୧୧(ସତ୍ୟଜିତ୍‌ ରାଉତ): କଟକରେ ବାଂଲାଦେଶର ଜଣେ ନାବାଳିକା ଉଦ୍ଧାର ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସ ଅଧିକ ତନାଘନା ଚଳାଇଛି। ତେବେ କଟକ ସହ ଭୁବନେଶ୍ୱରରେ...

ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବାଚସ୍ପତିଙ୍କ ଚାମ୍ବରରେ ସର୍ବଦଳୀୟ...

ବିଜେଡିକୁ ଧୈର୍ଯ୍ୟ ରଖିବାକୁ ପଡ଼ିବ କହିଲେ…

ଭୁବନେଶ୍ୱର, ୨୫।୧୧(ସୁନିତ୍‌ ମିଶ୍ର):ଗଣତନ୍ତ୍ରରେ ହିଂସାକୁ କେହି ସମର୍ଥନ କରିବା ଉଚିତ ନୁହେଁ। ବିଜେଡି କେଉଁ ଅର୍ଥରେ ଏହାକୁ ସମର୍ଥନ କରୁଛି ତାହା ବୁଝାପଡ଼ୁନି। ସେମାନେ ଏହାକୁ...

ଆଇନଶୃଙ୍ଖଳା ପରିସ୍ଥିତି ନ ସୁଧୁରିଲେ ଆନ୍ଦୋଳନ: ବିଜେଡି

ଭୁବନେଶ୍ୱର,୨୫।୧୧(ଅନିଲ ଦାସ): ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ୫ ମାସ ପୂରିଯାଇଥିଲା ବେଳେ ଆଇନ ଶୃଙ୍ଖଳା କେବଳ ବିପର୍ଯ୍ୟସ୍ତ ହୋଇନି, ରାଜ୍ୟ ପୋଲିସ ବାହିନୀକୁ ସରକାରୀ...

ସୁଜୁକି ଇଣ୍ଡିଆର ମାଇଲେଜ ରାଲି

ଭୁବନେଶ୍ୱର,୨୫।୧୧ (ଅଭୟ ଦାଶ): ସୁଜୁକି ମୋଟରସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମାଇଲେଜ ରାଲି’ ର ଶୁଭାରମ୍ଭ ସର୍ବଭାରତୀୟ ସ୍ତରରେ ଆରମ୍ଭ କରାଯାଇଛି।...

ବଜାରରେ ରୟାଲ ଏନ୍‌ଫିଲ୍ଡର ଗୁଆନ କ୍ଲାସିକ ୩୫୦

ଭୁବନେଶ୍ୱର,୨୫।୧୧: ଦେଶର ପ୍ରମୁଖ ପ୍ରିମିୟମ୍‌ ବୁଲେଟ୍‌ ବ୍ରାଣ୍ଡ ତଥା ରୟାଲ ଏନ୍‌ଫିଲ୍ଡର ଅଲ ନ୍ୟୁ ଗୁଆନ କ୍ଲାସିକ ୩୫୦’ର ସର୍ବଭାରତୀୟ ଅନାବରଣ ଉତ୍ସବ ସହ ବଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri