Posted inଖେଳ

ଖୁସିଖବର: ବାର୍ବାଡୋସରେ ଫସିଥିବା ଟିମ ଇଣ୍ଡିଆକୁ ଆଣିବାକୁ ବସିସିଆଇ କଲା ଖାସ୍‌ ବନ୍ଦୋବସ୍ତ

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଟିମ୍‌ ବାର୍ବାଡୋସ ମାଟିରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି -୨୦ ବିଶ୍ୱକପ ୨୦୨୪ ଟାଇଟଲ ଜିତିଛି । ଜୁନ ୨୯ ଶନିବାର ଦିନ ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଦଳ ଟିମ ଇଣ୍ଡିଆ ଚାମ୍ପିୟନ ହୋଇଥିଲା। ଚାମ୍ପିୟନ ହେବା ପରେ ଟିମ ଇଣ୍ଡିଆ ଭାରତକୁ ଫେରିବାକୁ ଥିଲା, କିନ୍ତୁ ଘୂର୍ଣ୍ଣୀଝଡ ଯୋଗୁ ଭାରତୀୟ ସେଠାରେ ଫସି ରହିଛନ୍ତି। ରିପୋର୍ଟ ଅନୁଯାୟୀ, ସମସ୍ତ ଭାରତୀୟ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ଯେଉଁଥିରେ କୁହାଯାଇଛି ଯେ ଚାମ୍ପିୟନ ଟିମ ଇଣ୍ଡିଆ ବାର୍ବାଡୋସରୁ ଭାରତରେ ପହଞ୍ଚିବେ।

ଘୂର୍ଣ୍ଣୀଝଡ ଯୋଗୁ ଭାରତୀୟ ଦଳ ବାର୍ବାଡୋସରୁ ବାହାରି ପାରିନଥିଲେ। ତେବେ ବର୍ତ୍ତମାନ ଭାରତୀୟ ଦଳକୁ ସେଠାରୁ ଆଣିବା ପାଇଁ ବିସିସିଆଇ ସ୍ବତନ୍ତ୍ର ବ୍ୟବସ୍ଥା କରିଛି। ଏକ ରିପୋର୍ଟ ଅନୁଯାୟୀ, ବାର୍ବାଡୋସର ସ୍ଥାନୀୟ ସମୟ ଅନୁଯାୟୀ ଟିମ ଇଣ୍ଡିଆ ମଙ୍ଗଳବାର ଦିନ ସା ୬ଟାରେ ବିସିସିଆଇର ଏକ ସ୍ବତନ୍ତ୍ର ବିମାନରେ ଭାରତ ଅଭିମୁଖେ ଯାତ୍ରା କରିବ ଏବଂ ବୁଧବାର ସାଳ ପ୍ରାୟ ୭:୪୫ ସମୟରେ ଦିଲ୍ଲୀରେ ପହଞ୍ଚିବ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କୁ ପରଷା ଯିବ ପସନ୍ଦର ଖାଦ୍ୟ, ମେନ୍ୟୁରେ ରହିଛି ଏହିସବୁ ଖାଦ୍ୟ

ନୂଆଦିଲ୍ଲୀ,୪।୭: ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ଜିତିବା ପରେ ଗୁରୁବାର ଭାରତ ଫେରିଛି। ଏଠାରୁ ରୋହିତ ବ୍ରିଗେଡ ଆଇଟିସି ମୌର୍ଯ୍ୟ (ITC Maurya) ହୋଟେଲରେ ପହଞ୍ଚିଥିଲେ।...

ରାସ୍ତା ମଝିରେ ଭାଙ୍ଗଡା ଡ୍ୟାନ୍ସ କଲେ ସୂର୍ଯ୍ୟକୁମାର, ଆଶ୍ଚର୍ଯ୍ୟ ହୋଇଗଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୭: ଆଜି ସାରା ଭାରତ ଉତ୍ସବମୁଖର। କାରଣ ଟି୨୦ ବିଶ୍ୱକପ ଧରି ଭାରତ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ସେଲିବ୍ରେଶନ ହେବାକୁ ଯାଉଛି।...

ଆଜି ଭାରତୀୟ ଦଳର ବିଜୟ ପରେଡ; ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ, ଓ୍ବାଙ୍ଖଡେରେ ସମ୍ବର୍ଦ୍ଧନା

ମୁମ୍ବାଇ,୪ା୭: ଟି୨୦ ବିଶ୍ୱକପ୍‌ ବିଜେତା ଭାରତୀୟ ଦଳ ଶେଷରେ ବାର୍ବାଡୋସ୍‌ ଛାଡିଛି। ବାତ୍ୟା ହରିକେନ୍‌ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର...

ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍‌ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍‌ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ...

ଭିଏତନାମରେ ତ୍ରିରାଷ୍ଟ୍ରୀୟ ଖେଳିବ ଭାରତ

ନୂଆଦିଲ୍ଲୀ, ୩।୭: ଭାରତୀୟ ଫୁଟବଲ ଦଳ ଭିଏତନାମ ଯାଇ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଏଥିରେ ତୃତୀୟ ଦଳଭାବେ ଲେବାନନ ଅଂଶଗ୍ରହଣ କରିବ। ଫିଫା ଓ୍ବିଣ୍ଡୋକୁ...

ବିଶ୍ୱଚାମ୍ପିୟନ୍‌ ଖେଳାଳିଙ୍କୁ କରାଯିବ ଜୋରଦାର ସ୍ବାଗତ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ଲାଇଭ୍‌ ଶୋ’

ନୂଆଦିଲ୍ଲୀ,୩।୭: ଭାରତୀୟ ଦଳ ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୭ ବର୍ଷ ପରେ ଟିମ ଇଣ୍ଡିଆ ଟାଇଟଲ ହାସଲ...

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ: ଏହି ତାରିଖରେ ଖେଳାଯାଇପାରେ ମ୍ୟାଚ୍‌

ନୂଆଦିଲ୍ଲୀ,୩।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ମାର୍ଚ୍ଚ ୧ରେ ଖେଳାଯିବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା...

ମୋଦିଙ୍କୁ ଭେଟିବେ ଟିମ୍‌ ଇଣ୍ଡିଆର ଖେଳାଳି: ବିଶ୍ୱଚାମ୍ପିୟନ୍‌ ଟିମ୍‌ର ଏମିତି ହେବ ଗ୍ରାଣ୍ଡ୍‌ ଓ୍ବେଲ୍‌କମ୍‌

ବାର୍ବାଡୋସ୍‌,୩।୭: ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ଟିମ ଇଣ୍ଡିଆ ନେବା ପାଇଁ ବିସିସିଆଇ ଏକ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri