ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର: ଏଣିକି ଚାଉଳ ସହ ମିଳିବ…

ଭୁବନେଶ୍ୱର,୨୭।୯: ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ।

ଅନ୍ୟପଟେ ଓଡ଼ିଶା ସରକାର ରାସନକାର୍ଡ ହିତାଧିକାରୀଙ୍କୁ ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ନିକଟରେ ସୂଚନା ଦେଇଥିଲେ। ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ସରକାର କହିଥିଲେ। ବିଜେଡି ସରକାର ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ। ହେଲେ ପୁଣିଥରେ ପୂର୍ବଭଳି ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…

କୋରାପୁଟ,୨୭ା୯: କୋରାପୁଟ ଜିଲା କୁନ୍ଦୁରା ବ୍ଲକର କନିଷ୍ଠ ଯନ୍ତ୍ରୀ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଯନ୍ତ୍ରୀ ଭାନୁମତୀ ଟୁଡୁ ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା...

‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର

ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ।...

ମହାପ୍ରଭୁଙ୍କ ଅବଢ଼ାର ହେବ ମାନ ଯାଞ୍ଚ: ରୋଷ ଘରକୁ ଯାଉଥିବା….

ଭୁବନେଶ୍ୱର,୨୭।୯: ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି...

ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି।...

‘ମୋତେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି’

ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…

ଭୁବନେଶ୍ୱର,୨୭ା୯:  ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ...

ଜିଦ୍‌ରେ ଅଟଳ ନର୍ସିଂ କର୍ମଚାରୀ: ଆଜିଠୁ ସିରିଞ୍ଜ୍‌ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ):୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ...

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri