ହାଇସ୍କୁଲ ଶିକ୍ଷକଙ୍କ ପାଇଁ ଆସିଲା ଖୁସି ଖବର, ଏଣିକି ନୂଆ ଜମି, ଘର କିଣିବା ପାଇଁ ମିଳିବ ଅଗ୍ରୀମ ଟଙ୍କା

ଭୁବନେଶ୍ୱର,୮।୧୧: ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଶୁକ୍ରବାର ଏକ ଖୁସି ଖବର ଆସିଛି। ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କୁ ନୂଆ ଜମି ଓ ଘର କିଣିବା ପାଇଁ ସରକାର ଅଗ୍ରୀମ ଟଙ୍କା ଦେବାରେ ବ୍ୟବସ୍ଥା କରୁଛନ୍ତି। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଡିଇଓଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।

ନୂଆ ଜମି ଓ ଘର କିଣିବା ପାଇଁ ଆବେଦନକାରୀଙ୍କୁ ତଥ୍ୟ ପ୍ରଦାନ ପାଇଁ କୁହାଯାଇଛି। ନୂଆ ଜମି କ୍ରୟ ପାଇଁ ଆବେଦନ କରିଥିବା ଶିକ୍ଷକ ତଥ୍ୟ ଦେବେ। ଜମିର ମୂଲ୍ୟ ଓ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିରରୁ ଚୋରି: ପବିତ୍ରତା ଫେରାଇ ଆଣିବା ପାଇଁ ମା’ଙ୍କୁ କରାଗଲା ମହାସ୍ନାନ

ପୁରୁଷୋତ୍ତମପୁର,୮ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ତାରାତାରିଣୀ ଦୁଇ ଭଉଣୀଙ୍କ ପିନ୍ଧା ଅଳଙ୍କାରକୁ ଲୁଟି ନେଇଥିଲେ। ଯାହାକି...

ବ୍ୟାଙ୍କ କର୍ମଚାରୀଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଣ୍ଟାବାଞ୍ଜି,୮ା୧୧: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବାବେଳେ ୨ରୁ ଅଧିକ ଦୁର୍ବୃତ୍ତ...

ନାଳରୁ ଧରାପଡ଼ିଲା ୭ ଫୁଟର ବଉଳା କୁମ୍ଭୀର, ଲୋକେ ଆତଙ୍କିତ

ଭୋଗରାଇ,୮ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର ଇକୋ ଟୁରିଜିମ୍‌ ନିକଟ ସମୁଦ୍ରକୁ ଲାଗିଥିବା ଏକ ନାଳରୁ ୭ ଫୁଟ ୬ ଇଞ୍ଚ ଲମ୍ବର...

ଏଣିକି ତହସିଲ, ସବ୍‌ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା...

ଠେଙ୍ଗାବାଡ଼ି ଧରି ଦେଶୀ ମଦଭାଟି ଭାଙ୍ଗିଲେ ମହିଳା, ଶୋଇ ରହିଛି ଅବକାରୀ ବିଭାଗ

ଜି.ଉଦୟଗିରି,୮ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କକଟୀ ପଦାସାହିର ଉଦୟଜ୍ୟୋତି ମହିଳା ମହାସଂଘ ତରଫରୁ ତୃତୀୟ ଦିନରେ ମଦ ବିରୋଧୀ ଆନ୍ଦୋଳନକୁ ଉଗ୍ର ରୂପ...

ଭାଜପା ରାଜ୍ୟରେ ସରକାର ଗଢ଼ିଛିି, ହେଲେ ସରକାର ଚଳାଇବା ନୀତି ଦଳକୁ ଜଣାନାହିଁ: ସୋଫିଆ

କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଚଳିତବର୍ଷ କଂଗ୍ରେସ ଟିକେଟରେ ଲଢ଼ି ସୋଫିଆ ଫିର୍ଦ୍ଦୋସ୍‌ ପ୍ରଥମଥର ପାଇଁ ବିଧାୟିକା ହୋଇଛନ୍ତି। ସେ ଭାଜପାର ଡା. ପୂର୍ଣ୍ଣଚନ୍ଦ୍ର...

‘ଠିକ୍‌ ଭାବେ ତପସ୍ୟା କରିଥିଲେ ଓଡ଼ିଆ କହିପାରିଥାନ୍ତେ, ତପସ୍ୟା ଶବ୍ଦଟା ତାଙ୍କ ମୁହଁରେ ଶୋଭାପାଉନି’

ଭୁବନେଶ୍ୱର,୮ା୧୧(ଅନିଲ ଦାସ): କନ୍ଧମାଳ ଜିଲାରେ ଆମ୍ବଟାକୁଆ ଖାଇ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ନବୀନଙ୍କ ଅଭିଯୋଗର ଜବାବ ଦେଇ ଭାଜପା ବରିଷ୍ଠ ନେତା ତଥା...

ଦିନରେ ପେଟ ପାଇଁ ସଂଘର୍ଷ: ରାତିରେ ହାତୀ ସହ ଛକାପଞ୍ଝା

ଉଦଳା,୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ଦିନରେ ପେଟକୁ ଦାନା ଯୋଗାଡ଼ ପାଇଁ ସଂଘର୍ଷ ଆଉ ରାତି ହେଲେ ନିଜ କଷ୍ଟ ଉପାର୍ଜିତ ଫସଲକୁ ରକ୍ଷା ପାଇଁ ହାତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri