ଏହି ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ କହିଲେ ଡିସେମ୍ବର ୩୧ରେ ମିଳିବ…

ଭୁବନେଶ୍ୱର,୧୧।୧୨: ଡିସେମ୍ବର ୩୧ରେ ମିଳିବ । ଏସ୍‌ସି,ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଏହି ମାଧୋସିଂ ହାତ ଖର୍ଚ୍ଚ ମିଳିବ । ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।

ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ।  । ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା । ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ବିିଶେଷ କରି ବିଚ୍ଛିନ୍ନାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଆର୍ଥିକ ସମସ୍ୟା ଭେଗୁଥିବାରୁ ସେମାନେ ଅର୍ଥାଭାବରୁ ଅଧାରୁ ପାଠ ପଢା ଛାଡିଦେଉଥିବା ଲକ୍ଷ୍ୟ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍‌

ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍‌॥ ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱରରେ ରହି ଆସୁଥିଲେ॥ ବିବାହ ପରେ ଭାରତୀୟ ନାଗରିକତ୍ୱ...

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ...

ଭାରତୀୟ ଖେଳାଳିଙ୍କୁ ଅଣଦେଖା କରୁଛନ୍ତି ରିକି ପଣ୍ଟିଂ, ଦେଉନାହାନ୍ତି ସୁଯୋଗ…

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କିଙ୍ଗ୍ସକୁ ସବୁଠାରୁ ଦୁର୍ବଳ ଦଳ ମଧ୍ୟରେ ଗଣନା କରାଯାଉଥିଲା। କିନ୍ତୁ ମୁଖ୍ୟ ପ୍ରଶିକ୍ଷକ ରିକି ପଣ୍ଟିଂ ଏବଂ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ପଞ୍ଜାବ...

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ...

ଟିମ୍‌ ଇଣ୍ଡିଆରୁ ବହିଷ୍କୃତ ହେବା ପରେ ନାୟରଙ୍କୁ ମିଳିଲା ଆଉ ଏକ ଚାକିରି, ହେଲେ ଏହି ଟିମ୍‌ର ମେଣ୍ଟର

ନୂଆଦିଲ୍ଲୀ,୨୭।୪: ଟିମ୍‌ ଇଣ୍ଡିଆର ପୂର୍ବତନ ସହାୟକ ପ୍ରଶିକ୍ଷକ ଅଭିଷେକ ନାୟାର ଏବେ ପ୍ରଶିକ୍ଷକ ଦଳର ଅଂଶ ନୁହଁନ୍ତି। ନିକଟରେ ବିସିସିଆଇ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲା।...

ବାହାଘର ଭୋଜି ଖାଇବାକୁ ଯାଇ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଗଲା

ନୟାଗଡ଼,୨୭ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଯାଇଛି। ମୃତକ ହେଲେ ନୂଆଗାଁ ଥାନା...

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା...

ନିଜ ସାମର୍ଥ୍ୟର ପରିଚୟ ଦେଇଥାଏ ପ୍ରଥମ ରୋଜଗାର

ପ୍ରଥମ ଉପାର୍ଜନ ବା ପ୍ରଥମ ଆୟ, ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ; ଯାହା ଆର୍ଥିକ ସ୍ବାଧୀନତା ଓ ଆତ୍ମବିଶ୍ୱାସର ପ୍ରଥମ ପାଦଚିହ୍ନ ହୋଇପାରେ। ମୋ କଥା ଏଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image