ଖୁସି ଖବର: ସୁନା-ରୁପା ଦାମ କମିଲା, ଘରେ ବସି ଏହି ନମ୍ବରରେ ମିସ କଲ କରି ଜାଣନ୍ତୁ ଦାମ…

ନୂଆଦିଲ୍ଲୀ,୩।୨ : ଫେବୃଆରୀ ୩ ଶନିବାର ଦିନ ସୁନା ଓ ରୂପା ମୂଲ୍ୟରେ ହ୍ରାସ ଘଟିଛି। ସୁନାର ମୂଲ୍ୟ ଦଶ ଗ୍ରାମ ପିଛା ୨୨୦ ଟଙ୍କା ଏବଂ ରୂପା ମୂଲ୍ୟ କିଲୋଗ୍ରାମ ପିଛା ହଜାରେ ଟଙ୍କା ହ୍ରାସ ପାଇଛି। ଶନିବାର ଦିନ ବୁଲିଅନ ବଜାର ଦ୍ୱାରା ପ୍ରକାଶିତ ସୁନା ଓ ରୂପା ର ନୂତନ ମୂଲ୍ୟ ଅନୁଯାୟୀ, ୨୪ କ୍ୟାରେଟ ମୂଲ୍ୟ ୬୩,୫୩୦ ଟଙ୍କା ଏବଂ ୧୮ କ୍ୟାରେଟ ଦାମ ୪୭,୬୬୦ ଟଙ୍କା ରହିଛି। ୧ କିଲୋଗ୍ରାମ ରୂପା ଦାମ ୭୫,୫୦୦ ଟଙ୍କା ରହିଛି।
ଭୋପାଳ ଏବଂ ଇନ୍ଦୋରରେ ୧୦ ଗ୍ରାମ ସୁନା ମୂଲ୍ୟ ୬୩,୪୦୦ ଟଙ୍କା, ଦିଲ୍ଲୀ, ଜୟପୁର, ଲକ୍ଷ୍ନୌ ଏବଂ ଚଣ୍ଡିଗଡ଼ ସରଫା ବଜାରରେ ୧୦ ଗ୍ରାମ ସୁନା ମୂଲ୍ୟ ୬୩,୫୩୦ଟଙ୍କା ରହିଛି। ସେହିପରି ହାଇଦ୍ରାବାଦ, କେରଳ, ବେଙ୍ଗାଲୁରୁ ଏବଂ ମୁମ୍ବାଇ ବଜାରରେ ଏହାର ମୂଲ୍ୟ ୬୩,୩୮୦ ଟଙ୍କା ।ଏବଂ ଚେନ୍ନାଇ ବଜାରରେ ମୂଲ୍ୟ ୬୪,୦୪୦ ଟଙ୍କା ରହିଛି।
ଜୟପୁର କୋଲକାତା ଅହମଦାବାଦ ଲକ୍ଷ୍ନୌ, ମୁମ୍ବାଇ ଦିଲ୍ଲୀ ବଜାରରେ ରୂପା ମୂଲ୍ୟ କିଲୋଗ୍ରାମ ପିଛା ୭୫,୫୦୦ ଟଙ୍କା ଥିବାବେଳେ ଚେନ୍ନାଇ, ମଦୁରାଇ, ହାଇଦ୍ରାବାଦ ଏବଂ କେରଳ ବଜାରରେ ।ଏହାର ମୂଲ୍ୟ ୭୭,୦୦୦ ଟଙ୍କା ରହିଛି। ଭୋପାଳ ଏବଂ ଇନ୍ଦୋରରେ ରୂପା ମୂଲ୍ୟ ୭୫,୫୦୦ ଟଙ୍କା ରହିଛି।

ଘରେ ବସି ଏହି ମୂଲ୍ୟଗୁଡିକ ସହଜରେ ଜାଣିହେବ। ଏଥିପାଇଁ କେବଳ ଏହି ନମ୍ବର ୮୯୫୫୬୬୪୪୩୩ରେ ଏକ ମିସ କଲ ଦେବାକୁ ପଡିବ ଏବଂ ୟୁଜରଙ୍କ ଫୋନରେ ଏକ ମେସେଜ ଆସିବ, ଯେଉଁଥିରେ ସର୍ବଶେଷ ମୂଲ୍ୟ ଯାଞ୍ଚ କରିହେବ। ସୁନାର ଶୁଦ୍ଧତା ଯାଞ୍ଚ କରିବାପାଇଁ ସରକାର ଏକ ଆପ ଉପସ୍ଥାପନ କରିଛନ୍ତି। ଗ୍ରାହକମାନେ ‘ବିଏସ କେୟାର ଆପ’ ମାଧ୍ୟମରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଓଟିଟିରେ ଆସିବ ତମାଖୁ ନିରୋଧୀ ବିଜ୍ଞାପନ

ନୂଆଦିଲ୍ଲୀ,୨୨ା୯: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକରେ ତମାଖୁ ନିରୋଧୀ ସ୍ବାସ୍ଥ୍ୟ ସଚେତନତା ବିଜ୍ଞାପନ ଦେବା ପାଇଁ ପ୍ରସ୍ତାବ ଆଣିଛି। ଯଦି...

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri