ଦୂର ହେବ ଦାଦନ ସମସ୍ୟା, ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୪।୧୦: ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ବତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି। ଟାସ୍କଫୋର୍ସରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସଦସ୍ୟ ରହିବେ। ସେହିପରି ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ସଚିବ ପ୍ରମୁଖ ଟାସ୍କଫୋର୍ସ ସଦସ୍ୟ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri