ଜନସାଧାରଣଙ୍କୁ ବିତରଣ କରା ନ ଯାଇ ପୋଡ଼ାଯାଉଛି ସରକାରୀ ଔଷଧ

ବସ୍ତା,୧୬ା୪(ଡି.ଏନ୍‌.ଏ.): ସରକାରୀ ଔଷଧ ଜନସାଧାରଣଙ୍କୁ ବିତରଣ କରା ନ ଯାଇ ସର୍ବସାଧାରଣ ସ୍ଥାନରେ ପୋଡ଼ାଯାଇଥିବା ଦେଖିବାକୁ ମିଳିଛି।

ମିଳିଥିବା ସୂଚନା ଅନୁସାରେ, ବାଲେଶ୍ୱର ଜିଲା ବସ୍ତା ଡାକ୍ତରଖାନାଠାରୁ ୨୦୦ ମିଟର ଦୂରରେ ରାମଚଣ୍ଡୀ ମନ୍ଦିର ନିକଟ ଏକ ନଡ଼ିଆ ଗଛ ପାଖରେ ସରକାରୀ ଔଷଧ ଜନସାଧାରଣଙ୍କୁ ବିତରଣ ନ କରାଯାଇ ପୋଡ଼ି ଦିଆଯାଇ ଥିବା ଜଣାଯାଇଛି। ଏହି ଔଷଧ ମଧ୍ୟରେ କିଛି ଓଆର୍‌ଏସ ପ୍ୟାକେଟ ଥିବା ଦେଖିବାକୁ ମିଳିଛି। ବୋଲେରୋ ସାହାଯ୍ୟରେ ଡାକ୍ତରଖାନାର କର୍ମଚାରୀମାନଙ୍କ ପ୍ରତ୍ୟକ୍ଷ ତତ୍ୟବଧାନରେ ବିଭିନ୍ନ ଗ୍ରାାଞ୍ଚଳରେ ବୁଲି ସାଧାରଣ ଜନତାଙ୍କୁ ମାଗଣାରେ ବହୁମୂଲ୍ୟ ସରକାରୀ ଔଷଧ ବିତରଣ କରାଯାଇଥାଏ। ତେବେ ଏହି ଔଷଧଗୁଡିକୁ କିଏ କାହିଁକି ବାହାରେ ଫିଙ୍ଗି ଦେଇଛି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ପାଖରେ ଥିବା ଜନୈକ ବ୍ୟକ୍ତିଙ୍କ ବୋଲେରୋ  ଡାକ୍ତରଖାନାରେ ଭଡ଼ାସୂତ୍ରରେ ବିଭିନ୍ନ ଗାଁକୁ ଯାଇ ଔଷଧ ବିତରଣ କରାଯାଇଥାଏ ବୋଲି ଜଣାପଡ଼ିଛି। ଏନେଇ ଡାକ୍ତରଖାନାର ଭାରପ୍ରାପ୍ତ ଅଧିକାରୀ ଦେବବ୍ରତ ଜେନାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେଲା ବସନ୍ତ ଉତ୍ସବ

  କୋରାପୁଟ,୧୪।୩(ଅମିତାଭ ବେହେରା): ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପାଳନ ହେଲା ବସନ୍ତ ଉତ୍ସବ ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରୀ-ଛାତ୍ରମାନେ ରଙ୍ଗର ପର୍ବ...

୨୦ ବର୍ଷ ପରେ ମଞ୍ଚ ନାଟକ ମଞ୍ଚସ୍ଥ : ସହରୀ ସଭ୍ୟତାଠାରୁ ଦୂରେଇ ଯାଇନି ମଞ୍ଚ ନାଟକ

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହିରେ ଶୁକ୍ରବାର ନାଟକ ‘ ହଜି ଯାଇଛି ମୁଁ ମୋ ଭିତରେ’ମଞ୍ଚସ୍ଥ ହୋଇଛି। ଏହାକୁ ବରିଷ୍ଠ ଲେଖକ...

ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ, ୬୬୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଟାଉନ ଥାନା ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ପୋଲିସ ପାଟ୍ରୋଲିଂ ସମୟରେ ଏହି ଗଞ୍ଜେଇ ଜବତ ହୋଇଛି।...

ପୋଲିସ ଚଢ଼ାଉ : ଦୁଇ ଗିରଫ

ଗୋପାଳପୁର,୧୪।୩(ନବୀନ ରାଜ ଆଚାରୀ): ଶୁକ୍ରବାର ଭୋର ସମୟରେ ମୋରମ ଚୋରା ଚାଲାଣ ବେଳେ ଗୋଳନ୍ଥରା ଥାନା ପୋଲିସ ଚଢାଉ କରି ଦୁଇଟି ଗାଡି ଜବତ କରିବା...

ମଣ୍ଡପ ଦୋଳିରେ ବିଜେ ହେଲେ ଚମ୍ପେଶ୍ୱର ବାବା

ସୋନେପୁର,୧୪।୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ପ୍ରସିଦ୍ଧ ଶୈବପୀଠ ଚମ୍ପାମାଳ ଚମ୍ପେଶ୍ବର ମହାଦେବ ଶୁକ୍ରବାର ସାରେ ଭିତିରି ଗମ୍ଭୀରାରୁ ବାହାରି ମଣ୍ଡପ ଦୋଳିରେ ବିଜେ ହୋଇଛନ୍ତି...

ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ

ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି):  ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ...

ବିବାଦୀୟ ପରିସ୍ତିତିକୁ ନେଇ ଶାଶନପଲ୍ଲୀ ଅସାନ୍ତ: ପୋଲିସ ପକ୍ଷରୁ ବସିଲା ଶାନ୍ତିକମିଟି

ପୁରୁଷୋତ୍ତମପର,୧୪।୩ (ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାଶନପଲ୍ଲୀ ଗ୍ରାମରେ ଦୀର୍ଘଦିନଧରି ଲାଗିରହିଥିବା ବିବାଦୀୟ ପରିସ୍ତିତିକୁ ନେଇ ସମଗ୍ର ଗ୍ରାମ ଆଶାନ୍ତ ହୋଇପଡଛି।...

ବ୍ରହ୍ମପୁର ବିଶବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ହ୍ୟାଣ୍ଡବଲ ପୁରୁଷ ଦଳ ଭୁବନେଶ୍ୱର ଗସ୍ତ

ବ୍ରହ୍ମପୁର, ୧୪।୩ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଶୁକ୍ରବାର ସାରେ ପୁରୁଷ ହ୍ୟାଣ୍ଡବଲ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତିl ଭୁବନେଶ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image