Posted inରାଜ୍ୟ

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର,୪ା୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତିକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଭଳି କାର୍ଯ୍ୟକ୍ରମ ରହିଛି।

ଏହି ନିଷ୍ପତ୍ତି ଦ୍ୱାରା ଓଡିଶା ସରକାର ଓ ଭାରତ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରହିବ। ସୂଚନାଯୋଗ୍ୟ ଯେ ବିଭିନ୍ନ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାର ପୂର୍ଣ୍ଣ ଲାଭ ନେବା ପାଇଁ ନୂତନ ସରକାର ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପୁରୀ ଅଭିମୁଖେ ଯାଇଛନ୍ତି । ସେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିଛନ୍ତି। ପରେ...

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି...

ଜଗନ୍ନାଥଙ୍କ ବେଶରେ ପୂଜା ପାଇଲେ ଉଜ୍ଜୟନୀର ମହାକାଳେଶ୍ୱର

ନୂଆଦିଲ୍ଲୀ,୭।୭: ଆଜି ପୁରୀରେ ଜଗନ୍ନାଥଙ୍କ ରଥଯାତ୍ରା ପାଳନ ହେବା ସହ ସାରା ଦେଶରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ପୁରୀରେ ସଂଧ୍ୟା ୫ଟାରେ ରଥଟଣା ହେବ।...

ଆଦିବାସୀ ଯୁବକଙ୍କୁ ପିଟିଲା ପୋଲିସ

ସମ୍ବଲପୁର, ୭ା୭ (ପ୍ରମୋଦ ବହିଦାର)ପୋଲିସ ବର୍ବରତାର ଆଉ ଏକ କାହାଣୀ ଲୋକଲୋଚନକୁ ଆସିଛି। ବ୍ୟାଟେରି ଚୋରି ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ଗାଁ ଲୋକଙ୍କ ଉପସ୍ଥିତିରେ...

କୁସୁମା କଟେଜ୍‌ ନିର୍ମାଣକୁ ନେଇ ବଢୁଛି ସନ୍ଦେହ

ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲାବିଶିଷ୍ଟ ୯ଟି କଟେଜ୍‌ ନିର୍ମାଣକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ଯାଜପୁର ପୌର ପରିଷଦ ପକ୍ଷରୁ...

ତୁଳସୀ କ୍ଷେତ୍ରରେ ୨ଦିନ ରଥଟଣା

କେନ୍ଦ୍ରାପଡ଼ା,୭ା୭(ଜଗନ୍ନାଥ ଧଳ)ତୁଳସୀ କ୍ଷେତ୍ରରେ ଆସନ୍ତା ୭ ଓ ୮ ଦୁଇଦିନ ଧରି ଶ୍ରଦ୍ଧାଳୁ ଶ୍ରୀବ୍ରହ୍ମ ତାଳଧ୍ୱଜ ରଥ ଟାଣିବେ ା ଏଥିପାଇଁ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ରଥ...

ରଥ ପଥ ଜଗନ୍ନାଥ…

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ରବିବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାଯତ ସମସ୍ତେ ପ୍ରସ୍ତୁତ। କେବଳ...

ବାଲୁଖଣ୍ଡରେ ହେବ ସଫାରି

ଭୁବନେଶ୍ୱର,୭ା୭(ଅସମାପିକା ସାହୁ)ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଜଙ୍ଗଲ ସଫାରି ହେବ। ପର୍ଯ୍ୟଟକଙ୍କୁ ଜଙ୍ଗଲ ବୁଲିବାର ଅନୁଭୂତି ମିଳିବ। ଅକ୍ଟୋବରରୁ ଏହି କାର୍ଯ୍ୟ ଆରମ୍ଭ ହେବ ବୋଲି ଶନିବାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri