ସରକାରଙ୍କ ବଡ ଭେଟି, ୧୫ଟଙ୍କା କମିଲା ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୬।୩: ବଡ ଭେଟି ଦେଲେ ସରକାର। କମିଲା ପେଟ୍ରୋଲ-ଡିଜେଲ ଦାମ। ପାଖାପଖି ୧୫ଟଙ୍କା କମିଲା ତୈଳ ଦର। କହିରଖୁଛୁ ଯେ, ଗୁରୁବାର କେନ୍ଦ୍ର ସରକାର ସାରା ଦେଶରେ ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦରରେ ୨ଟଙ୍କା ହ୍ରାସ କରିଥିଲେ।

ଗଲା ଦୁଇ ବର୍ଷ ହେଲା ପେଟ୍ରୋଲ ଓ ଡିଜେଲ ଦାମ ସ୍ଥିର ଥିଲା। ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ଏବେ ଦାମ କମିବା ପରେ ଓ ପେଟ୍ରୋଲ ଲିଟର ପିଛା ୧୦୧ଟଙ୍କାରେ ପହଞ୍ଚିଛି। ସେହିପରି ଡିଜେଲ ଦର ଲିଟର ପିଛା ୯୨.୬୨ରେ ପହଞ୍ଚିଛି। ସେହିପରି ନୂଆ ଦର ଲାଗୁ ହେବା ପରେ ଦିଲ୍ଲୀରେ ଏଣିକି ଲୋକମାନେ ପେଟ୍ରୋଲ ଲିଟର ପିଛା ୯୪.୭୨ ଟଙ୍କାରେ ପହଞ୍ଚିଛି। ପୂର୍ବରୁ ସେମାନଙ୍କୁ ୯୬.୭୨ ଟଙ୍କା ଦେବାକୁ ପଡୁଥିଲା।

ସେହିପରି ମୁମ୍ବାଇରେ ପେଟ୍ରୋଲ ଦର ୧୦୬.୩୧ ଟଙ୍କାରୁ ଖସି ୧୦୪.୨୧ ଟଙ୍କା, କୋଲକାତାରେ ୧୦୬.୦୩ ଟଙ୍କାରୁ ୧୦୩.୯୪ ଟଙ୍କା ଓ ଚେନ୍ନାଇରେ ୧୦୨.୬୩ ଟଙ୍କା ବଦଳରେ ୧୦୦.୭୨ ଟଙ୍କା ଦେଇ କାଲି ସକାଳ ୬ଟାରୁ ପେଟ୍ରୋଲ ପାଇ ପାରିବେ।

ସୂଚନାଥାଉ କି, କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପରେ ପେଟ୍ରୋଲ-ଡିଜେଲ ଦାମ ୧୫ ଟଙ୍କା ଯାଏଁ କମ୍‌ କରାଯାଇଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରୀଦୀପ ସିଂହ ପୁରୀ ସୂଚନା ଦେଇଛନ୍ତି। ଏନେଇ ସୋଶାଲ ମିଡିଆ ପ୍ଲାଟଫର୍ମରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri