ଅର୍କ କୁମାର ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ କୂଳପତି ନିଯୁକ୍ତ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ କୁଳପତି ହୋଇଛନ୍ତି ଅର୍କ କୁମାର ଦାସମହାପାତ୍ର। ତାଙ୍କୁ ରାଜ୍ୟପାଳ ଗଣେଶୀ ଲାଲ ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି। ଏବେ ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବିଜ୍‌ନେସ୍‌ ଆଡମିନିଷ୍ଟ୍ରେଶନ ପ୍ରଫେସର ଅଛନ୍ତି।

Share