ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ୱର,୩।୬: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌ ମଧ୍ୟ ସୁପାରିଶ କରିଥିଲା।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟର ଶେଷ ବୈଠକ ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଭର୍ଚୁଆଲ ମୋଡରେ ଯୋଗଦେଇଥିଲେ। ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି କ୍ରମେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଥିଲା।

ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗ ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। ଫଳାଫଳ ଆସିବା ପରେ ସର୍ବାଧିକ ଆସନ ପାଇଥିବା ଦଳକୁ ସରକାର ଗଢିବା ପାଇଁ ରାଜ୍ୟପାଳ ଆମନ୍ତ୍ରଣ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ କିଏ ଜାଣନ୍ତି? ମହଙ୍ଗା କାର ଆଧୁନିକ ଅସ୍ତ୍ରଶସ୍ତ୍ର ପ୍ରତି ରଖନ୍ତି ରୁଚି

ଶ୍ରୀନଗର,୨୩।୪: ଜମ୍ମୁ-କାଶ୍ମୀର ମାଟିରେ ପୁଣି ଥରେ ଆତଙ୍କବାଦ ମାଡ଼ି ଆସିଛି। ପହଲଗାମ୍‌ର ବୈସାରନ ଘାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଛନ୍ତି। ରିପୋର୍ଟ...

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ...

ଆତଙ୍କବାଦ ଆକ୍ରମଣକୁ ନେଇ ଆକ୍ସନ ମୋଡ୍‌ରେ ମୋଦି: ବିମାନରୁ ଓହ୍ଲାଇବା ମାତ୍ରେ ଡୋଭାଲଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୨୩।୪: କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ...

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଲ୍‌ ପୈଠ କରି ନ ଥିଲେ ବି ବିଦ୍ୟୁତ୍‌ କାଟ ହେବନ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟର ତାପମାତ୍ରା ଏବେ ଅଧିକାଂଶ ଜିଲାରେ ୪୦ ଡିଗ୍ରୀରୁ ଅଧିକ ରହୁଛି। ଏଭଳି ସ୍ଥିତିରେ ଏକାଧିକ...

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ...

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ...

ଜମ୍ମୁ-କାଶ୍ମୀର ଆକ୍ରମଣ ପରେ ସାଉଦୀ ଗସ୍ତ ଅଧାରୁ ଫେରିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଯିଏ ଆଜି ପୂର୍ବାହ୍ନରେ ଦୁଇ ଦିନିଆ ଗସ୍ତରେ ସାଉଦୀ ଆରବ ପହଞ୍ଚିଥିଲେ, ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image