ଗୋବିନ୍ଦା @୬୦

ମୁମ୍ବାଇ: ୨୧ ଡିସେମ୍ବର ଅର୍ଥାତ୍‌ ଆଜି ହେଉଛି ସୁପରଷ୍ଟାର ଗୋବିନ୍ଦାଙ୍କ ୬୦ତମ ଜନ୍ମଦିନ। ୧୯୬୩ରେ ଜନ୍ମିତ ଗୋବିନ୍ଦା ଜୀବନରେ ଅନେକ ଉତ୍‌ଥାନ ପତ୍ତନ ଦେଇ ଗତି କରି ସଫଳତାର ଶୀର୍ଷରେ ପହଞ୍ଚିଛନ୍ତି। ସେ ୧୯୮୬ରେ ‘ଇଲଜାମ’ ଜରିଆରେ ତାଙ୍କ କ୍ୟାରିୟର୍‌ ଆରମ୍ଭ କରିଥିଲେ। ଏହା ପରେ ସେ ଅନେକ ହିଟ୍‌ ଏବଂ ସୁପରହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। ଆକ୍ସନଠାରୁ ଆରମ୍ଭ କରି କମେଡି ପର୍ଯ୍ୟନ୍ତ ଗୋବିନ୍ଦା ପ୍ରତ୍ୟେକ ପ୍ରକାରର ଫିଲ୍ମ କରିଛନ୍ତି।

ଗୋବିନ୍ଦାଙ୍କର ଏମିତି ଗୀତ ଅଛି, ଯାହା ବାଜିବା କ୍ଷଣି ନାଚିବା ପାଇଁ ପାଦ ଉଠିଯାଏ। ଏହି ଗୀତରେ ଆଜିକାଲି ଲୋକମାନେ ମଧ୍ୟ ରିଲ୍ସ କରୁଛନ୍ତି। ଏକ ସମୟ ଥିଲା ଯେତେବେଳେ ଗୋବିନ୍ଦାଙ୍କ କମେଡି ଫିଲ୍ମ ବକ୍ସ ଅଫିସରେ ସଫଳତାର ଗ୍ୟାରେଣ୍ଟି ଭାବରେ ପରିଗଣିତ ହେଉଥିଲା। ସେହି ସମୟରେ ତାଙ୍କ ଫିଲ୍ମର ଗୀତ ମଧ୍ୟ ବହୁତ ଲୋକପ୍ରିୟ ଥିଲା ଏବଂ ତାଙ୍କର ଡ୍ୟାନ୍ସ ଷ୍ଟେପ୍‌ ସମସ୍ତଙ୍କୁ ପାଗଳ କରିଦେଉଥିଲା। ‘ଦୁହ୍ଲେ ରାଜା’ର ଏକ ଗୀତ ‘ଆଖିୟୋଁ ସେ ଗୋଲି ମାରେ’ ସବୁଠୁ ହିଟ୍‌ ହୋଇଥିଲା। ଏଥିରେ ରବୀନା ଟଣ୍ଡନଙ୍କ ସହ ଗୋବିନ୍ଦା ଡ୍ୟାନ୍ସ କରିଥିଲେ। ଆଜି ବି ଏହି ଗୀତ ବାଜିଲେ ଦର୍ଶକେ ଝୁମି ଉଠନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri