Posted inଜାତୀୟ

ଛାତ୍ରୀଛାତ୍ରଙ୍କ ଆଗରେ ମୁଣ୍ଡ ନୁଆଁଇଲା ୟୁପିପିଏସ୍‌ସି: RO-ARO ପରୀକ୍ଷା ସ୍ଥଗିତ

ପ୍ରୟାଗରାଜ,୧୪।୧୧: ୟୁପି ଜନସେବା ଆୟୋଗ (ୟୁପିପିଏସ୍‌ସି) ଅଫିସ୍‌ ବାହାରେ ପ୍ରତିଯୋଗୀତା ମୂଳକ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଚାଲିଛି। ଆୟୋଗର ଅଧ୍ୟକ୍ଷ ସଞ୍ଜୟ ଶ୍ରୀନେଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚ ସ୍ତରୀୟ ବୈଠକରେ ଗୋଟିଏ ଦିନରେ ପିସିଏସ ପରୀକ୍ଷା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

ଏହା ସହିତ RO-ARO ପରୀକ୍ଷା ପାଇଁ ଏକ କମିଟି ଗଠନ କରାଯାଇଛି, RO-ARO ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଯେଉଁମାନେ ଗିରଫ ହୋଇଛନ୍ତି ସେମାନଙ୍କୁ ମୁକ୍ତ କରାଯାଉଛି ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଦଖଲ ପରେ ଆୟୋଗ ୟୁପିପିସିଏସ୍‌ ୨୦୨୪ର ପ୍ରାରମ୍ଭିକ ପରୀକ୍ଷା ପୂର୍ବଭୂଳି ଗୋଟିଏ ଦିନ ଏବଂ ଗୋଟିଏ ଶିଫ୍ଟରେ କରାଇବାକୁ ଘୋଷଣା କରିଛନ୍ତି। ଏହାସହ ଆୟୋଗ ପିସିଏସ୍‌ ପ୍ରାର୍ଥୀଙ୍କ ଦାବି ମାନିନେଇଛି। କିନ୍ତୁ RO-ARO ୨୦୨୩ ପରୀକ୍ଷାକୁ ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ। ଡିସେମ୍ବରରେ ହେବାକୁ ଥିବା ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ...

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି।...

Passport Apply: ଅନ୍‌ଲାଇନ୍‌ରେ ପାସପୋର୍ଟ ପାଇଁ କିଭଳି କରିବେ ଆବେଦନ? କେଉଁ ଡକ୍ୟୁମେଣ୍ଟ ଆବଶ୍ୟକ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିର ଡିଜିଟାଲ ଯୁଗରେ, ପାସପୋର୍ଟ କରିବା ବହୁତ ସହଜ ହୋଇଯାଇଛି। କାରଣ ଜଣେ ଘରେ ବସି ଅନଲାଇନ୍‌ରେ ପାସପୋର୍ଟ ପାଇଁ ଆବେଦନ କରିପାରିବେ। ଏଠାରେ...

MEAର ସ୍ପଷ୍ଟିକରଣ, ବୈଧ ରହିବ ଦୀର୍ଘକାଳିନ ଭିଜା

ନୂଆଦିଲ୍ଲୀ,୨୬।୪: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ଗୁରୁବାର ସ୍ପଷ୍ଟ କରିଛି ଯେ ପାକିସ୍ତାନୀ ନାଗରିକଙ୍କ ପାଇଁ ସମ୍ପ୍ରତି ଭିଜା ସେବା ସ୍ଥଗିତ କରାଯିବା ସତ୍ତ୍ୱେ ହିନ୍ଦୁ...

White Houseରେ ତୁତୁମେମେ ପରେ ପ୍ରଥମ ଥର ଭେଟିଲେ ଟ୍ରମ୍ପ-ଜେଲନସ୍କି, କ’ଣ କଥାହେଲେ ଜାଣନ୍ତୁ…

ଭାଟିକାନ ସିଟି,୨୬।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ସାରା ବିଶ୍ୱରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ପହଞ୍ଚିଥିଲେ। ଶନିବାର ଭାଟିକାନ ସିଟିରେ...

ବଜାରକୁ ଆସିଲା Royal Enfieldର ସବୁଠୁ ଶସ୍ତା ବାଇକ୍‌, କ୍ଲାସିକ୍‌ ୩୫୦କୁ ଦେବ ଟକ୍କର  

ନୂଆଦିଲ୍ଲୀ,୨୬।୪: ବାଇକ ଚାଳକଙ୍କ ମଧ୍ୟରେ ଡୁଗ୍‌-ଡୁଗ୍‌ ସାଉଣ୍ଡ ପାଇଁ ଜଣାଶୁଣା କମ୍ପାନୀ ରୟାଲ ଏନଫିଲ୍ଡ ଏହାର ସବୁଠାରୁ ଶସ୍ତା ବାଇକ ଲଞ୍ଚ କରିଛି। ଏହାର ଏକ୍ସ-ସୋରୁମ...

ବାଂଲାଦେଶରେ ପାକିସ୍ତାନ ମୁତୟନ କଲା Fighter Jet? ପାକ୍‌ ଖବରଦାତା ଦାବି କଲେ…

ଇସଲାମାବାଦ,୨୬।୪: ୨୨ ଏପ୍ରିଲ ୨୦୨୫ରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ପଡ଼ିବ ମରୁଡ଼ି, ଅନ୍ଧାରରେ ବିତିବ ରାତି; ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁ ପାକିସ୍ତାନକୁ ୫ ଝଟ୍‌କା 

ନୂଆଦିଲ୍ଲୀ,୨୬।୪: ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବେ ପାଣି ପାଇଁ ପାକିସ୍ତାନକୁ ହଇରାଣ କରିବା ଆରମ୍ଭ କରିଛି। ଭାରତ ସରକାର ଐତିହାସିକ ସିନ୍ଧୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image