Posted inVideo

Govt plays with careers of Plus-II students | ପିଲାଙ୍କ ଭବିଷ୍ୟତ ସହ ଖେଳ

Featured Video Play Icon

In a clear case of collapsing education system in the state, a massive blunder on part of the administration has pushed the careers of thousands of students into darkness. Evidence with Dharitri suggests, as many as 20,000 students have been deprived of getting their Plus-II education owing to careless attitude of the state government. Watch this video for more information.

ରାଜ୍ୟରେ ଭୁଷୁଡିବାକୁ ବସିଛି ଶିକ୍ଷା ବ୍ୟବସ୍ଥା। ସରକାରଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଏବେ ଅନ୍ଧକାରମୟ। ଉଚ୍ଚମାଧ୍ୟମିକ ଶିକ୍ଷାପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ନାମଲେଖା ପ୍ରକ୍ରିୟାରେ ବଡ଼ ଧରଣର ତ୍ରୁଟି ହୋଇଥିବାର ପ୍ରମାଣ ଧରିତ୍ରୀ ହାତରେ ଲାଗିଛି। ପ୍ରଶାସନର ଏହି ତ୍ରୁଟି ଯୋଗୁଁ ଏବେ ପ୍ରାୟ ୨୦ ହଜାରରୁ ଅଧିକ ଛାତ୍ରୀଛାତ୍ରଙ୍କ ପାଠପଢ଼ାରୁ ବଞ୍ଚିତ ହୋଇଛନ୍ତି। ପୁରା ଘଟଣା ଜାଣିବା ଲାଗି ଦେଖନ୍ତୁ ଏହି ଭିଡ଼ିଓ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri