ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୧୦: ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଇଛନ୍ତି ଓଡିଶା ସରକାର। ମଙ୍ଗଳବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବଢାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (DCRG)କୁ ୧୫ ଲକ୍ଷ ରୁ ୨୦ ଲକ୍ଷ ଟଙ୍କାକୁ ତା ୦୧.୦୧.୨୦୨୪ ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାର ୦୧.୦୧.୨୦୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

Pakistan: ଭାରତ ପାଇଁ ୨୩ବର୍ଷ ଗୁପ୍ତଚର କରିଥିଲେ ପାକିସ୍ତାନର ଏହି ଟପ୍‌ କମାଣ୍ଡର, ଶେଷ ବେଳକୁ…

ନୂଆଦିଲ୍ଲୀ,୨୭।୪: ଯବାନମାନେ ନିଜକୁ ଆଉ ନିଜ ପରିବାରକୁ ଭୁଲି ଦେଶ ପାଇଁ ଜୀବନ ଦିଅନ୍ତି। କିନ୍ତୁ ଏପରି କିଛିଜଣ ଯବାନ ଅଛନ୍ତି ଯେଉଁମାନେ ଶତ୍ରୁଦେଶରେ ଧରାପଡ଼ିବା...

ଡେଡଲାଇନ୍‌ ଶେଷ, ଏବେ ପାକିସ୍ତାନ ଉପରେ ହେବ ଡାଇରେକ୍ଟ ଆଟାକ୍‌!

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି...

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ...

ଓଡ଼ିଶା ଛାଡିବେ ପାକିସ୍ତାନୀ ନାଗରିକ: ଯେଉଁମାନେ ଛାଡିବେନି ଭାରତ, ସେମାନଙ୍କ ସହ କ’ଣ କରିବେ ଭାରତ ସରକାର?

ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ...

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ପଡ଼ିପାରେ କୁଆପଥର

ଭୁବନେଶ୍ୱର,୨୭ା୪: ରାଜ୍ୟର ବଦଳିବ ପାଗ। ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଜାରି କରିଛି...

ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍‌ କାରଣ...

OCS ମେନ୍‌ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍‌

ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image