IT ଫାଇଲ କରିଥିଲେ ବି କଟିବନି ରାଶନ କାର୍ଡ, ଜାଣନ୍ତୁ କେମିତି: ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର,୨୫।୨: ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଆୟକର ଫାଇଲ କରିଥିଲେ ବି କଟିବନି ରାଶନ କାର୍ଡ। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ଏନେଇ ରାଜ୍ୟ ସରକାର ଫିଜିକାଲ ଭେରିଫିକେସନ କରିବେ। ଅଧିକାରୀ ‘ଡୋର ଟୁ ଡୋର’ ବୁଲି ସର୍ଭେ କରିବେ। ଯେଉଁମାନେ ପ୍ରକୃତରେ ଗରିବ ସେମାନଙ୍କର କାର୍ଡ ରହୁ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ଇନକମ ଟାକ୍ସ ପାଇଁ ଯଦି ରାଶନ କଟିଥାଏ, ତେବେ ବ୍ୟସ୍ତ ହେବା ଆଦୌ ନାହିଁ। ଏନେଇ ବିଭାଗକୁ ଜଣାନ୍ତୁ। ତଦନ୍ତ କରି ପୁଣି ସେମାନଙ୍କୁ ସାମିଲ କରାଯିବ। ଗ୍ରାମାଞ୍ଚଳରେ ମାସିକ ୧୦ ହଜାର ଏବଂ ସହରାଞ୍ଚଳରେ ୧୫ ହଜାର ଆୟ ଥିଲେ କାର୍ଡ କଟିବାକୁ ନିର୍ଦ୍ଦେଶ ଆସିଛି । ଯେଉଁମାନେ ପ୍ରକୃତରେ ଗରିବ ସେମାନଙ୍କର କାର୍ଡ ରହୁ। ସେଥିପାଇଁ ଫିଜିକାଲ ଭେରିଫିକେସନ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ରାଶନ କାର୍ଡରେ ଅନେକ ସରକାରୀ ସୁବିଧା ମିଳୁଥିବା ବେଳେ କିଛି ଧନୀ ଶ୍ରେଣୀର ଲୋକେ ଚଞ୍ଚକତା କରି ରାଶନ କାର୍ଡ ହାତେଇଛନ୍ତି। ଅଯୋଗ୍ୟ ହିତାଧିକାରୀ ରାଶନ କାର୍ଡ ନ ଫେରାଇଲେ କାର୍ଯ୍ୟାନୁଷ୍ଠାନ ହେବ ବୋଳି ସରକାର ଘୋଷଣା କରିଥିଲେ। ରାଜ୍ୟରେ ପ୍ରାୟ ୮ ଲକ୍ଷ ଆୟକର ଦେଉଥିବା ଲୋକ କାର୍ଡ ନେଇଥିବା ଜଣାପଡିଛି। ଚାକିରି କରିଥିବା ବା ଆୟକର ଦେଉଥିବା ୧୨ ହଜାରରୁ ଅଧିକ ଅଯୋଗ୍ୟ ରାଶନ କାର୍ଡ ଫେରାଇ ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ...

ପାକିସ୍ତାନ ଉପରେ କେବେ ଆକ୍ରମଣ କରିବ ଭାରତ? ତାରିଖ କହି ସାଂଘାତିକ ଖୁଲାସା କଲା ପାକ୍‌

ଇସଲାମବାଦ,୨୬।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନରେ ପାକିସ୍ତାନର ଟେନଶନ ବଢିଯାଇଛି। ପାକ୍‌ ଭାରତକୁ ଲଗାତାର ଧମକ ଦେଉଛି। ଏକ ପାକିସ୍ତାନୀ ନ୍ୟୁଜ...

ପହଲଗାମ ଆକ୍ରମଣକୁ ନେଇ ଏମିତି କ’ଣ କହିଲେ ସୁଲତା: ପୁରା ଯୋଗ୍ୟତା ନେଇ ପଛରେ ପଡ଼ିଗଲେ ଜୟନାରାୟଣ

ଭୁବନେଶ୍ୱର,୨୬।୪: ସାଂସଦ ସୁଲତା ଦେଓଙ୍କ ମନ୍ତବ୍ୟକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିନ୍ଦା କରିଛନ୍ତି। ଅମଣିଷ ଭାବେ ଏଭଳି କଥା ସବୁ କହିବା ଅତ୍ୟନ୍ତ ନିନ୍ଦନୀୟ।...

‘ହିନ୍ଦୁ-ମୁସଲମାନ କେବେ ଏକ ହୋଇପାରିବେ ନାହିଁ…’, ଭାରତର ଆକ୍ସନକୁ ଦେଖି ବିଚଳିତ ହେଲାଣି ପାକିସ୍ତାନ, Army Chief କହିଲେ…

ଇସଲାମାବାଦ,୨୬।୪: ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଶନିବାର ପୁଣି ଥରେ ବିଷ ଓଗାଳିଛନ୍ତି। ମୁନିର ଦ୍ୱି-ରାଷ୍ଟ୍ର ତତ୍ତ୍ୱର ସମର୍ଥନ କରି କହିଥିଲେ ଯେ...

Pahalgam Terror Attack: ପହଲଗାମ ଆକ୍ରମଣ ବିରୋଧରେ ଲେଖିବାରୁ ମିଳିଲା ବଳାତ୍କାର ଧମକ

କୋଲାକାତା,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ବିରୋଧରେ ପୋଷ୍ଟ କରିବାରୁ ପଶ୍ଚିମବଙ୍ଗର ଉତ୍ତର ୨୪ ପରଗନା ଜିଲାର ଅଶୋକନଗରର ଜଣେ ଯୁବତୀଙ୍କୁ ବଳାତ୍କାର ଧମକ ଦିଆଯାଇଛି। ପୀଡିତା...

ସାନ ପୁଅଙ୍କ ଉପରେ ଖୁସି ହୋଇ ବଡ଼ ନିଷ୍ପତ୍ତି ନେଲେ ମୁକେଶ ଅମ୍ବାନୀ! ୫ ବର୍ଷ ଲାଗି ଅନନ୍ତଙ୍କୁ ଦେଇଦେଲେ ଏହି ଦାୟିତ୍ୱ 

ନୂଆଦିଲ୍ଲୀ,୨୬।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (RIL)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ 2022 ମସିହାରେ ହିଁ ତାଙ୍କ ୩ ପିଲାଙ୍କ ମଧ୍ୟରେ କମ୍ପାନୀର ବିଭିନ୍ନ ବ୍ୟବସାୟର ଦାୟିତ୍ୱ...

ଖଣିରୁ ପରିବହନ ବନ୍ଦ ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଳକ ଉପର କାଦକଳା ଗ୍ରାମରେ ଥିବା ସିରକାଗୁଟ ଲୌହ ଓ ମାଙ୍ଗାନିଜ ଖଣି ରାସ୍ତାରେ ଆନ୍ଦୋଳନ ଯୋଗୁ ପରିବହନ କାର୍ଯ୍ୟ...

ଯଦି ଭାରତ ପାକିସ୍ତାନ ଉପରେ ଆକ୍ରମଣ କରେ; ତେବେ ଆମେରିକା, ରୁଷିଆ ଏବଂ ଚାଇନା କାହାକୁ ସମର୍ଥନ କରିବେ? ଜଣାପଡିଲା…

ନୂଆଦିଲ୍ଲୀ,୨୬।୪: ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ଘଟିଥିଲା, ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image