ସ୍ବାସ୍ଥ୍ୟ ପାଇଁ ଉପକାରୀ କଞ୍ଚାଲଙ୍କା, ନିୟମିତ କରନ୍ତୁ ସେବନ

ସ୍ବାସ୍ଥ୍ୟପାଇଁ ବେଶ୍‌ ଉପକାରୀ କଞ୍ଚାଲଙ୍କା। ଅନେକ ଏହାକୁ ନିୟମିତ ଭାବେ ଖାଦ୍ୟରେ ସାମିଲ କରୁଥିବା ବେଳେ ଏହାର ଉପାଦେୟ ଗୁଣ ବିଷୟରେ ଏତେଟା ଜାଣି ନ ଥାନ୍ତି। ତେବେ କଞ୍ଚାଲଙ୍କାରେ ଭିଟାମିନ୍‌ ଏବଂ ମିନେରାଲ୍ସ ଭରପୂର ଥାଏ। ଏଣୁ ଏହା ଓଜନ କମ୍‌ କରିବାଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ରକ୍ଷା ଦେଇଥାଏ।

ଜାଣନ୍ତୁ ଏ ବିଷୟରେ:
-କଞ୍ଚାଲଙ୍କାରେ ଥିବା ଡାଏଟ୍ରି ଫାଇବର ପାଚନତନ୍ତ୍ର ପାଇଁ ଭଲ।

– କଞ୍ଚାଲଙ୍କାରେ ଭିଟାମିନ ସି ଏବଂ ଇ ରହିଥାଏ। ଏଣୁ ଏହା ତ୍ୱଚାର ଚମକ ବଢ଼ାଇବାରେ ସହାୟକ ହୋଇଥାଏ।

– ଏଥିରେ ପାଣିର ମାତ୍ରା ଅଧିକ ଥିବାରୁ ଏହା କ୍ୟାଲୋରୀ ଶୂନ ଥିବା ଖାଦ୍ୟ। ଏଣୁ ଏହା ଓଜନ କମ୍‌ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଭଲ। କାରଣ ଏହା ଚର୍ବି ଅଂଶକୁ କମ୍‌ କରିଥାଏ। ଫଳରେ ଓଜନ କମ୍‌ କରିଥାଏ।

-କଞ୍ଚାଲଙ୍କା ବିଟା-କ୍ୟାରୋଟିନ, ଆଣ୍ଟିଅକ୍ସିଡାଣ୍ଟର ଉତ୍ସ। ଏହା ହୃଦୟକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।

-ନିୟମିତ ଭାବେ କଞ୍ଚାଲଙ୍କା ସେବନ ଦ୍ୱାରା ଇନ୍‌ସୁଲିନ(ଶର୍କରା)ର ସ୍ତର ନିୟନ୍ତ୍ରଣରେ ରହିଥାଏ। ଫଳରେ ରକ୍ତରେ ଏହାର ପରିମାଣ ସନ୍ତୁଳିତ ରହିଥାଏ।

-କଞ୍ଚାଲଙ୍କାରେ ଭିଟାମିନ୍‌ ଭରପୂର ଥିବାରୁ ଏହା ଅଷ୍ଟିଓପୋରୋସିସ୍‌ର ଆଶଙ୍କାକୁ କମ୍‌ କରିବାରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ...

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା...

ଓଜୋନ ସୁରକ୍ଷା, ଜୀବନ ରକ୍ଷା

ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ...

ମୁଖ ଦୁର୍ଗନ୍ଧ ହେଉଛି କି?

ଅନେକଙ୍କଠାରେ ମୁଖରୁ ଦୁର୍ଗନ୍ଧ ବାହାରିବା ସମସ୍ୟା ଦେଖାଯାଇଥାଏ। ବେଳେବେଳେ ଏହି ସମସ୍ୟା ସେମାନଙ୍କୁ ଅନେକ ଅସୁବିଧାରେ ପକାଇଥାଏ। କାହା ସହ କଥା ହେଲାବେଳେ ସେମାନଙ୍କୁ ବେଶ୍‌...

ଭୁଲ୍‌ରେ ବି ଏହି ଦିନ ପାଦରୁ କାଢ଼ନ୍ତୁନି ପୁରୁଣା ଝୁଣ୍ଟିଆ

ଭାରତୀୟ ସଂସ୍କୃତିରେ ବିବାହିତା ମହିଳା ପାଦ ଆଙ୍ଗୁଠିରେ ରୁପାର ଝୁଣ୍ଟିଆ ପିନ୍ଧିବାର ପରମ୍ପରା କାହିଁ କେଉଁକାଳରୁ ଚାଲିଆସିଛି। କାରଣ ରୁପାର ସମ୍ପର୍କ କୁଆଡ଼େ ଚନ୍ଦ୍ର ଊର୍ଜା...

ଖରାପ ସମୟ ଦେଇ ଗତି କରୁଥିଲେ ନିହାତି ଜାଣନ୍ତୁ ଚାଣକ୍ୟଙ୍କ ଏହି ୩ କଥା, ମାନିଲେ….

ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା...

ଯୋଗ ଓ ମାନସିକ ସ୍ବାସ୍ଥ୍ୟ

ଯୋଗ ଆମର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଶାରୀରିକ ବ୍ୟାୟାମ ବିଭିନ୍ନ ଶାରୀରିକ ଓ ମାନସିକ ସମସ୍ୟାକୁ ଭଲ କରିବାରେ ସାହାଯ୍ୟ...

ଲୁଣ-ହୀରା-ବ୍ରାଗ୍‌ ନିୟମ

କ୍ଷୁଦ୍ରାତି କ୍ଷୁଦ୍ର ଅଣୁ-ପରମାଣୁକୁ ନେଇ ପଦାର୍ଥ ଗଠିତ ହୋଇଥାଏ। ସବୁ ପଦାର୍ଥରେ ନ ହେଲେ ବି କେତେକ ପଦାର୍ଥ ଭିତରେ ସେହି ଅଣୁ-ପରମାଣୁଗୁଡ଼ିକ ସୁନ୍ଦର ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri