ସ୍ବାସ୍ଥ୍ୟ ପାଇଁ ଉପକାରୀ କଞ୍ଚାଲଙ୍କା, ନିୟମିତ କରନ୍ତୁ ସେବନ

ସ୍ବାସ୍ଥ୍ୟପାଇଁ ବେଶ୍‌ ଉପକାରୀ କଞ୍ଚାଲଙ୍କା। ଅନେକ ଏହାକୁ ନିୟମିତ ଭାବେ ଖାଦ୍ୟରେ ସାମିଲ କରୁଥିବା ବେଳେ ଏହାର ଉପାଦେୟ ଗୁଣ ବିଷୟରେ ଏତେଟା ଜାଣି ନ ଥାନ୍ତି। ତେବେ କଞ୍ଚାଲଙ୍କାରେ ଭିଟାମିନ୍‌ ଏବଂ ମିନେରାଲ୍ସ ଭରପୂର ଥାଏ। ଏଣୁ ଏହା ଓଜନ କମ୍‌ କରିବାଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ରକ୍ଷା ଦେଇଥାଏ।

ଜାଣନ୍ତୁ ଏ ବିଷୟରେ:
-କଞ୍ଚାଲଙ୍କାରେ ଥିବା ଡାଏଟ୍ରି ଫାଇବର ପାଚନତନ୍ତ୍ର ପାଇଁ ଭଲ।

– କଞ୍ଚାଲଙ୍କାରେ ଭିଟାମିନ ସି ଏବଂ ଇ ରହିଥାଏ। ଏଣୁ ଏହା ତ୍ୱଚାର ଚମକ ବଢ଼ାଇବାରେ ସହାୟକ ହୋଇଥାଏ।

– ଏଥିରେ ପାଣିର ମାତ୍ରା ଅଧିକ ଥିବାରୁ ଏହା କ୍ୟାଲୋରୀ ଶୂନ ଥିବା ଖାଦ୍ୟ। ଏଣୁ ଏହା ଓଜନ କମ୍‌ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଭଲ। କାରଣ ଏହା ଚର୍ବି ଅଂଶକୁ କମ୍‌ କରିଥାଏ। ଫଳରେ ଓଜନ କମ୍‌ କରିଥାଏ।

-କଞ୍ଚାଲଙ୍କା ବିଟା-କ୍ୟାରୋଟିନ, ଆଣ୍ଟିଅକ୍ସିଡାଣ୍ଟର ଉତ୍ସ। ଏହା ହୃଦୟକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।

-ନିୟମିତ ଭାବେ କଞ୍ଚାଲଙ୍କା ସେବନ ଦ୍ୱାରା ଇନ୍‌ସୁଲିନ(ଶର୍କରା)ର ସ୍ତର ନିୟନ୍ତ୍ରଣରେ ରହିଥାଏ। ଫଳରେ ରକ୍ତରେ ଏହାର ପରିମାଣ ସନ୍ତୁଳିତ ରହିଥାଏ।

-କଞ୍ଚାଲଙ୍କାରେ ଭିଟାମିନ୍‌ ଭରପୂର ଥିବାରୁ ଏହା ଅଷ୍ଟିଓପୋରୋସିସ୍‌ର ଆଶଙ୍କାକୁ କମ୍‌ କରିବାରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ୍‌ରେ ବି କ୍ରିସ୍‌ମସ୍‌ ଟ୍ରିକୁ ମୁଖ୍ୟଦ୍ୱାର ସମ୍ମୁଖରେ ରଖିବେ ନାହିଁ, ଜାଣନ୍ତୁ କେଉଁଠି ରଖିବା ଶୁଭ…

ଖୁସିର ପର୍ବ କ୍ରିସ୍‌ମସ୍‌ ଆସିଲେ ଚାରିଆଡ଼େ ସକାରାତ୍ମକ ତଥା ଉତ୍ସବର ପରିବେଶ ଖେଳିଯାଏ। ସେଥିପାଇଁ ପ୍ରଭୁ ଯୀଶୁଙ୍କର ଏହି ମହାନ୍‌ ପର୍ବକୁ ଏବେ ସବୁ ଧର୍ମର...

କ୍ରିସ୍‌ମସ୍‌ରେ ପ୍ରିୟଜନଙ୍କୁ କେଉଁ ଗିଫ୍ଟ ଦେବା ଶୁଭ,ଜାଣନ୍ତୁ…

ଆନନ୍ଦ ଉଲ୍ଲାସର ପର୍ବ କ୍ରିସ୍‌ମସ୍‌କୁ ବେଶ୍‌ ଉତ୍ସାହ ସହକାରେ ଚାରିଆଡ଼େ ପାଳନ କରାଯାଇଥାଏ। ଏହିଦିନ ଅନେକେ ପରସ୍ପରକୁ ଗିଫ୍ଟ ଦେଇ ସୁଖଦ ଭବିଷ୍ୟତର କାମନା କରିଥାନ୍ତି।...

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

ଖାଲି ପ୍ରେମ ନୁହେଁ, ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ...

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ….

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ...

ଶୀତଦିନେ କେମିତି ନେବେ କେଶର ଯତ୍ନ

ଶୀତଦିନେ ତ୍ୱଚା ଭଳି କେଶ ମଧ୍ୟ ରୁକ୍ଷ ହୋଇଯାଏ। ତେଣୁ ଏହାର ଉପଯୁକ୍ତ ଯତ୍ନ ନେବାକୁ ହେବ। ଏଥିପାଇଁ ଜାଣି ରଖନ୍ତୁ କିଛି ଟିପ୍ସ… -କେଶକୁ...

ତରକାରିରେ ଲୁଣ ଅଧିକ ହୋଇଯାଇଥିଲେ.. ଆପଣାନ୍ତୁ ଏହି ଉପାୟ

– ତରକାରିରେ ଯଦି ଲୁଣ ଅଧିକ ହୋଇଯାଇଥାଏ ତେବେ ସେଥିରେ କଞ୍ଚାଆଳୁକୁ କାଟି ପକାଇ ଦିଅନ୍ତୁ। ତରକାରିର ମାତ୍ରା ଅନୁସାରେ ଆଳୁ ଖଣ୍ଡେ ଅବା ୨ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri