ଓଡ଼ିଶାରୁ ଲଣ୍ଡନ୍‌ ଗଲା ଗ୍ରୀନ୍‌ ଅମୃତଭଣ୍ଡା

ଢେଙ୍କାନାଳ,୧୫ା୩(ରତନ ନାୟାର): ଆମ୍ବ ପରେ ଢେଙ୍କାନାଳର ଅମୃତଭଣ୍ଡାର ଚାହିଦା ବିଦେଶରେ ବଢ଼ିବାରେ ଲାଗିଛି। ଏହାର ସୁସ୍ବାଦକୁ ନେଇ ବିଦେଶରେ ଲୋକମାନେ ଏହି ଅମୃତଭଣ୍ଡା ପ୍ରତି ଅଧିକ ଆଗ୍ରହ ପ୍ରକାଶ କରିଛନ୍ତି। ଢେଙ୍କାନାଳ ଜିଲା ସପ୍ତଶଯ୍ୟା ଆଗ୍ରୋ ପ୍ରଡୁସର କମ୍ପାନୀର ୧୪ଜଣ ମହିଳା ଚାଷୀଙ୍କ ଦ୍ୱାରା
କରାଯାଉଥିବା ଅମୃତଭଣ୍ଡା ଚାଷରୁ ୧ଟନ ସଂଗ୍ରହ କରାଯାଇ ଗତ ସପ୍ତାହରେ ଲଣ୍ଡନକୁ ରତ୍ପାନୀ କରାଯାଇଛି। ସେହିପରି ଓଡ଼ାପଡ଼ା ବ୍ଲକ ଘଟିପିରି ଅଞ୍ଚଳରୁ ମଦନ ମୋହନ କୋପରେଟିଭ୍‌ ସୋସାଇଟି ମାଧ୍ୟମରେ ଆୟର୍ଲାଣ୍ଡର ଡବଲିନ ସହରକୁ ଗ୍ରୀନ ଅମୃତଭଣ୍ଡ ରତ୍ପାନୀ କରାଯାଇଛି।

ପ୍ରଥମକରି ଢେଙ୍କାନାଳର ଅମୃତ ଭଣ୍ଡାକୁ ବିଦେଶକୁ ରତ୍ପାନୀ କରାଯାଇଥିବା ଜଣାପଡିଛି। ଆପେଡା (ଏଗ୍ରିକଲଚରାଲ ଆଣ୍ଡ୍‌ ପ୍ରୋସେସଡ୍‌ ଫୁଡ ପ୍ରଡକ୍ଟ ଏକ୍ସପର୍ଟ ଡେଭେଲପମେଣ୍ଟ ଅଥରିଟି) ମାଧ୍ୟମରେ ଢେଙ୍କାନାଳର ଅମୃତ ଭଣ୍ଡାକୁ ବିଦେଶକୁ ରତ୍ପାନୀ କରାଯାଇଛି। ପୂର୍ବରୁ ଢେଙ୍କାନାଳର ଆମ୍ବକୁ ଦୁବାଇ ରତ୍ପାନୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨ରେ ହେବ ବାଲ ବାଟିକା “ଖଡ଼ିଛୁଆଁ ” ଓ ପ୍ରବେଶ ଉତ୍ସବ: ନାମ ଲେଖାଇବେ …

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ) – ଆସନ୍ତା ଏପ୍ରିଲ ମାସ ୨ ତାରିଖ ରାଜ୍ୟର ପ୍ରତ୍ୟେକ ବିଦ୍ୟାଳୟରେ ବାଲ ବାଟିକା ପାଇଁ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ...

ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍‌. ସନ୍ତୋଷ, କହିଲେ…

ଛତ୍ରପୁର,୨୧।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଛାତ୍ର ସଂସଦର ପୂର୍ବତନ ସଭାପତି...

ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା

କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି।...

ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୧।୩: ୯ ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ୟୁବି) ପକ୍ଷରୁ ଦିଆଯାଇଥିବା ୨ଦିନିଆ ବ୍ୟାଙ୍କ ଧର୍ମଘଟକୁ ଶୁକ୍ରବାର ସ୍ଥଗିତ କରି...

ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍‌

ବୌଦ୍ଧ,୨୧।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ପରିସରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଥାନା ପରିସରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜବତ...

ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ:  ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ 

ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ...

ଏକା ଥରକେ ୩ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି

ବଡ଼ବିଲ,୨୧।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଠାକୁରାଣୀସ୍ଥିତ ଓଏମ୍‌ଡିସି (ଓଡ଼ିଶା ମିନେରାଲ୍ସ ଡେଭଲପମେଣ୍ଟ କମ୍ପାନୀ)ରେ କାର୍ଯ୍ୟରତ କର୍ମଚାରୀ ଏବଂ ଶ୍ରମିକଙ୍କୁ ଦୀର୍ଘ ୮...

ପଞ୍ଚାୟତର ୪୩ଲକ୍ଷ ଟଙ୍କା ହଡପ ଘଟଣା: ବନ୍ଧା ହୋଇ ଜେଲ ଗଲେ ପିଇଓ

ବ୍ରହ୍ମପୁର,୨୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ବିଭିନ୍ନଭତ୍ତା ଓ ସରକାରୀ ଯୋଜନାରେ ଆସିଥିବା ୪୩ଲକ୍ଷ ୧ହଜାର ୬୪୦ ଟଙ୍କା ହଡପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image