ଗାଁ ମୁଣ୍ଡରୁ ବାନ୍ତି ଲାଗୁଛି କହି ପ୍ରେମିକ ସହ ଫେରାର ହେଲେ ନୂଆବୋହୁ

ବ୍ରଜରାଜନଗର,୨୮।୨(ଡି.ଏନ୍‌.ଏ.): ବିବାହ ପରେ ଘରକୁ ଫେରୁଥିଲେ ବରକନ୍ୟା। ରାସ୍ତାରେ ବାନ୍ତି ଲାଗୁଛି କହି କାରରୁ ଓହ୍ଲାଇ ପ୍ରେମିକ ସହ ଫେରାର ହେଲେ ନୂଆବୋହୁ । ଏଭଳି ଘଟଣା ଘଟିଛି ବ୍ରଜରାଜନଗର ଥାନା ଅଞ୍ଚଳରେ । ବିବାହ ସରିବା ପରେ ନବ ବିବାହିତାଙ୍କୁ ନେଇ ବରଯାତ୍ରୀ ଘରକୁ ଫେରୁଥିଲେ । ପରେ ବରପକ୍ଷ ଓ କନ୍ୟାପକ୍ଷର ସହମତିରେ କନ୍ୟାର ସାନ ଭଉଣୀକୁ ପୁଣି ବିବାହ କରି ବର ଘରକୁ ଫେରିଥିବା ଜଣାପଡ଼ିଛି।
ସୂଚନାନୁସାରେ ଯୁବତୀଙ୍କ ବିବାହ ସୁନ୍ଦରଗ ଜିଲାର ଜଣେ ଯୁବକଙ୍କ ସହ ହୋଇଥିଲା। ଶନିବାର ବରପକ୍ଷ କନ୍ୟା ଘରେ ପହଞ୍ଚିଥିଲେ। ବିବାହ ପରେ କନ୍ୟାଙ୍କୁ ନେଇ ବରପକ୍ଷ ଘରକୁ ବାହାରିଥିଲେ । ଗାଁ ମୁଣ୍ଡରେ ପହଞ୍ଚିବା ପରେ କନ୍ୟା ବାନ୍ତି ଲାଗୁଛି କହି ଗାଡ଼ିରୁ ଓହ୍ଲାଇଥିଲେ । ପରେ ସେଠାରେ ପୂର୍ବରୁ ଥିବା ପ୍ରେମିକ ସହ ଫେରାର ମାରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନର ସ୍ରୋତରେ ଡଙ୍ଗରିଆ

ନିଜର ନିଆରା ତଥା ଭିନ୍ନ ସଂସ୍କୃତି ଓ ପରମ୍ପରା ପାଇଁ ସାରା ବିଶ୍ୱରେ ପରିଚିତ ରାୟଗଡ଼ା ଜିଲା ଆଦିମ ଜନଜାତି ଡଙ୍ଗରିଆ କନ୍ଧ। ରାୟଗଡ଼ା ଜିଲାର...

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ...

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

ଆଇଜି ପାର୍କକୁ ଆସିଲେ ୨ ଚିତା ବାଘ

ରାଉରକେଲା,୨୩।୧୧(ବିପ୍ଳବ ରଞ୍ଜନ ଦାସ): ଆର୍‌ଏସ୍‌ପିର ଇନ୍ଦିରା ଗାନ୍ଧୀ ପାର୍କ ପ୍ରାଣୀ ଉଦ୍ୟାନକୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଚିତାବାଘ ଆସିଛନ୍ତି। ଗତ ୨୧ତାରିଖରେ କେନ୍ଦ୍ରୀୟ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri