ଓଡ଼ିଶା ଭିତରେ ଗ୍ରୁପ୍-ଏ ଅଧିକାରୀମାନେ ବିମାନରେ ଯାତ୍ରା କରିପାରିବେ: ସରକାର ଦେଲେ ଅନୁମତି

ଭୁବନେଶ୍ୱର,୨୪।୯: ଏଣିକି ସରକାରୀ କାର୍ଯ୍ୟରେ ରାଜ୍ୟ ଭିତରେ ବିମାନଯୋଗେ ଯାତ୍ରା କରିପାରିବେ ସରକାରୀ ଅଧିକାରୀ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ଗ୍ରୁପ୍-ଏ ବର୍ଗର (ଲେଭେଲ-୧୨ ଏବଂ ତଦୁର୍ଦ୍ଧ) ରାଜ୍ୟ କର୍ମଚାରୀଙ୍କୁ ରାଜ୍ୟ ରାଜ୍ୟ ମଧ୍ୟରେ ସରକାରୀ କାର୍ଯ୍ୟକ୍ରମ ସମୟରେ ବିମାନ ଯୋଗେ ଯାତ୍ରା କରିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି।

ବର୍ତ୍ତମାନ ଆନ୍ତଃରାଜ୍ୟ ଆକାଶମାର୍ଗରେ ସଂଯୋଗକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତୁରନ୍ତ ପ୍ରଭାବ ସାହିତ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ...

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ...

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’...

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ...

ସେପ୍ଚେମ୍ବର ୨୭, ୨୮ରେ ଜିଲାପାଳ ସମ୍ମିଳନୀ: ‘ସୁଭଦ୍ରା’ ସଫଳତା ପାଇଁ ପ୍ରଶଂସା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୪।୯: ମଙ୍ଗଳବାର ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମହିଳା...

କେବେ ହେବ ଦଶମ ଷାଣ୍ମାସିକ ପରୀକ୍ଷା? ବୋର୍ଡ ଦେଲା ବଡ଼ ସୂଚନା

ଭୁବନେଶ୍ୱର,୨୪।୯: ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା। ତେବେ ତାକୁ ନେଇ...

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି...

ଏବେ ଯାଏ ଆସିନି ସୁଭଦ୍ରା ଟଙ୍କା? ପୁନର୍ବାର କରିପାରିବେ କି ଆବେଦନ, ଜାଣିନିଅନ୍ତୁ ବଡ଼ ଅପଡେଟ୍‌…

ଭୁବନେଶ୍ୱର,୨୪।୯: ପ୍ରଥମ କିସ୍ତିରେ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri