ଗହଣା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଉଦଳା,୨୨ା୯(ସନ୍ତୋଷ କୁମାର ବାଚ୍ଛିନୀ): ଟିକସ ଫାଙ୍କି ଅଭିଯୋଗରେ ଉଦଳା ମହେନ୍ଦ୍ର ଜୁଏଲର୍ସରେ ସିଟି ଓ ଜିଏସ୍‌ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଉଭୟ ବିଭାଗ ମଧ୍ୟାହ୍ନରେ ଜୁଏଲର୍ସରେ ଥିବା ବିଭିନ୍ନ ସୁନାଗହଣାର ଆକଳନ କରିିବା ସହିତ ଦସ୍ତାବିଜ ଯାଞ୍ଚ କରିିଥିଲେ। ଯାଞ୍ଚ ପରେ କେତେ ଟଙ୍କାର ଟିକସ ଫାଙ୍କି ହୋଇଛି ତାହା ସ୍ପଷ୍ଟ ହେବ ବୋଲି ଚଢ଼ାଉରେ ସାମିଲ ହୋଇଥିବା ଅଧିକାରୀମାନେ କହିଛନ୍ତି।

Share