Categories: ଖେଳ

ଜିଟି ଟସ ଜିତିଲା: ପ୍ରଥମେ ବ୍ୟାଟିଂ…

ଅହମଦାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୩ ତମ ମ୍ୟାଚ ରବିବାର ଗୁଜରାଟ ଟାଇଟାନ୍ସ (ଜିଟି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଜିଟି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ରସିଦ ଖାନଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ କେକେଆର ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଛି।

Share