Posted inଫୁରସତ

ଏକାଥରକେ ୪୫ ସ୍ବେଟର୍‌ ପିନ୍ଧି ବିଶ୍ୱ ରେକର୍ଡ କଲେ କଲେଜ ଛାତ୍ରୀ

ଶୀତବସ୍ତ୍ର ପିନ୍ଧି ବିଶ୍ୱରେକର୍ଡ କରିଛନ୍ତି ଜଣେ କଲେଜ ଛାତ୍ରୀ। ସେ ଏକାଥରକେ ୪୫ ସ୍ବେଟର୍‌ ପିନ୍ଧି ଏହି କାରନାମା କରିଛନ୍ତି। ସେ ହେଲେ ଆମେରିକାର ସୋଫିଆ ଏଫ୍‌ ହେଡେନ୍‌। ସୋସିଆଲ ମିଡିଆରେ ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି। ସ୍ବେଟର୍‌ ପିନ୍ଧିବା ପରେ ତାଙ୍କୁ ଦେଖିଲେ ହସ ରୋକିବା ସମ୍ଭବ ହେବନି।

ଇନଷ୍ଟାଗ୍ରାମରେ ଭାଇରାଲ ହେଉଥିବା ଭିଡିଓରେ ବ୍ୟବହାରକାରୀ ମଜାଦାର ପ୍ରତିକ୍ରିୟା ଦେଉଛନ୍ତି। ଏମିତିରେ ଜଣେ ୟୁଜର ଲେଖିଛନ୍ତି ସେ ପାକିସ୍ତାନର ଖାନ୍‌ ବାବାଙ୍କ ଭଉଣୀଙ୍କ ଭଳି ଦେଖାଯାଉଛନ୍ତି। ସେହିଭଳି ଅନ୍ୟଜଣେ କହିଛନ୍ତି ରେକର୍ଡ ତାଙ୍କୁ ସ୍ବେଟର୍‌ ପିନ୍ଧାଉଥିବା ମହିଳାଙ୍କୁ ମିଳିବା ଉଚିତ। ଏଯାବତ ଏହାକୁ ୧.୨୬ ଲକ୍ଷରୁ ଅଧିକ ଲାଇକ୍‌ ମିଳିଛି।

ଆପଣ ବି ଦେଖନ୍ତୁ ଭିଡିଓ…


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ...

ଭାରତରେ ପ୍ରଥମ: ଏହି ଏକ୍ସପ୍ରେସ୍ ଟ୍ରେନରେ ଆରମ୍ଭ ହେବ ATM ସେବା

ନୂଆଦିଲ୍ଲୀ,୧୬।୪: ଭାରତର ପ୍ରଥମ ଟ୍ରେନ୍ ଭାବେ ମୁମ୍ବାଇ-ମନମାଡ ପଞ୍ଚବଟି ଏକ୍ସପ୍ରେସ୍ ATM ସେବା ଆରମ୍ଭ ହୋଇଛି ହୋଇଛି। ଏହି ATM ଟ୍ରେନର ଏକ ଏୟାରକଣ୍ଡିସନଡ୍(ଏସି) କୋଚ୍‌ରେ...

ମୁର୍ଶିଦାବାଦରେ ହିଂସା: ଓ୍ବକଫ ବିବାଦକୁ ନେଇ କାହିଁକି ଚୁପ୍‌ ମମତା

ମୁର୍ଶିଦାବାଦ, ୧୬।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରେ ଓ୍ବକଫ (ସଂଶୋଧନ) ଆଇନ, ୨୦୨୫କୁ ବିରୋଧ କରି ହୋଇଥିବା ବିକ୍ଷୋଭ ହିଂସାରେ ପରିଣତ ହୋଇଛି। ଏହି ଘଟଣାରେ ଅତିକମରେ...

Job Alert: ଟିମ୍‌ ଇଣ୍ଡିଆରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ ଯୋଗ୍ୟତା; କିଏ-କିଏ ଏବଂ କିଭଳି କରିପାରିବେ ଆବେଦନ… 

ନୂଆଦିଲ୍ଲୀ,୧୬।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ(ବିସିସିଆଇ)ରେ ନିଯୁକ୍ତି ସୁଯୋଗ। ବୋର୍ଡ ପକ୍ଷରୁ ବୁଧବାର ଖାଲି ପଦବୀ ବିଷୟରେ ସୂଚନା ଦିଆଯାଇଥିଲା। ଇଣ୍ଡିଆ ମହିଳା ଟିମ୍‌କୁ ମୁଖ୍ୟ...

୩୦ଫୁଟ ପୋଲତଳୁ ମିଳିଲା ଯୁବକଙ୍କ ମୃତଦେହ : ବଢ଼ୁଛି ସନ୍ଦେହ

ପାଟଣା,୧୬।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଭୀମ କୁଣ୍ଡ ରାସ୍ତାର ଡୁମୁରିଆ ନାଳ ପୋଲ (୩୦)ଫୁଟ ତଳୁ ବୁଧବାର ଅପରାହ୍ନରେ ଜଣେ ଯୁବକଙ୍କ...

ତାତିଲେ ବାପି ପଣ୍ଡା, ଦେଲେ ଖୋଲା ଧମକ

ଭୁବନେଶ୍ୱର,୧୬।୪: ବ୍ୟାନ ନହଟିଲେ ଯାତ୍ରା ବନ୍ଦ । ଆଉ ହେବନି ଯାତ୍ରା । ମାଲିକ ସଂଘକୁ ଶକ୍ତ ଝଟ୍‌କା । ମାଲିକଙ୍କ ନିଷ୍ପତ୍ତିକୁ ରୋକଠୋକ ଚ୍ୟାଲେଞ୍ଜ...

ବନ ବିହାରରେ ହେବ ଶହିଦ ସ୍ମୃତି ସ୍ତମ୍ଭ: ପ୍ରତିଶ୍ରୁତି ଦେଲେ ବିଧାୟକ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ ବନ ସେବା ବ୍ରହ୍ମପୁର ସର୍କଲ ସଭାପତି ଅନୁପ କୁମାର ବିଷୋୟୀଙ୍କ ନେତୃତ୍ୱରେ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର କର୍ମକର୍ତ୍ତାମାନେ...

ଜଗଦ୍ଦେବଙ୍କ ବିସ୍ଫୋରକ ବୟାନ, ନବୀନଙ୍କୁ ହଟାଇବାକୁ…ରାଜନୀତିରେ ଚହଳ

ଭୁବନେଶ୍ୱର,୧୬।୪: ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏପରିକି ଦଳକୁ ନେଇ ଖୋଦ୍‌ ବିଜେଡି ନେତା ମଧ୍ୟ ବିଭିନ୍ନ ବୟାନବାଜି କରୁଛନ୍ତି। ଏଥିସହ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image