ଜାପାନରେ ଗୁଜରାଟର ମୁଖ୍ୟମନ୍ତ୍ରୀ

ଟୋକିଓ,୨୬ା୧୧: ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ରବିବାର ଜାପାନରେ ପହଞ୍ଚିଛନ୍ତି। ଟୋକିଓ ବିମାନବନ୍ଦରରେ ପଟେଲଙ୍କୁ ଜାପାନରେ ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ସ୍ବାଗତ କରିଥିଲେ।

ଭୂପେନ୍ଦ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସାମିଲ ଯୋଗ ଦେବେ। ଭାଇବ୍ରାଣ୍ଟ ଗୁଜରାଟ ସମ୍ମିଳନୀ ପୂର୍ବରୁ ଜାପାନ ସହ ଭାଗିଦାରୀକୁ ମଜଭୁତ କରିବେ। ପଟେଲଙ୍କ ସହ ଆସିଥିବା ଏହି ପ୍ରତିନିଧି ଦଳରେ ବହୁ ବରିଷ୍ଠ ରାଜ୍ୟ ଅଧିକାରୀ, ଶିଳ୍ପପତି ଏବଂ ବ୍ୟବସାୟୀ ଅଛନ୍ତି। ଏହି ସମୟରେ ପଟେଲ କହିଛନ୍ତି, ଗୁଜରାଟ ଏବଂ ଜାପାନ ମଧ୍ୟରେ ସମ୍ପର୍କ ଏବଂ ସୁଯୋଗକୁ ସୁଦୃଢ଼ କରିବାକୁ ସେ ଅପେକ୍ଷା କରିଛନ୍ତି।

ଜାପାନରେ ଥିବା ଭାରତୀୟ ଦୂତାବାସ ପୋଷ୍ଟ କରିଛି ଯେ, ଟୋକିଓର ନାରିତା ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରଦୂତ ସିବି ଜର୍ଜ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।

ଏହି ପୋଷ୍ଟର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରଦୂତ ସିବି ଜର୍ଜଙ୍କୁ ସ୍ବାଗତ ପାଇଁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସ୍‌ମସ୍‌ରେ ବି ଛାଡ଼ିଲାନି ରୁଷିଆ

କିଭ୍‌,୨୬ା୧୨: ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍‌ମସ ପାଳନରେ ମସ୍‌ଗୁଲ ଥିବାବେଳେ ୟୁକ୍ରେନ୍‌ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍‌ର...

ପଡ଼ୋଶୀ ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୪୬ ମୃତ, ଜବାବ ଦିଆଯିବ ବୋଲି କହିଲା…

କାବୁଲ, ୨୫।୧୨: ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍‌। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ...

ସଂସଦ ଭବନ ନିକଟରେ ନିଜକୁ ନିଆଁ ଲଗାଇଲେ ବ୍ୟକ୍ତି, ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୫।୧୨: ସଂସଦ ଭବନ ନିକଟରେ ଜଣେ ବ୍ୟକ୍ତି ନିଜକୁ ନିଆଁ ଲଗାଇ ଦେଇଛନ୍ତି। ନିକଟରେ ଥିବାସୁରକ୍ଷାକର୍ମୀମାନ ତୁରନ୍ତ ବ୍ୟକ୍ତି ଜଣଙ୍କୁ ଡାକ୍ତରଖାନା ପଠାଇଥିଲେ। ଖବର...

କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ...

ବାଂଲାଦେଶୀଙ୍କୁ ଚିହ୍ନଟ କରି ଦେଶରୁ ବାହାର କରିବାର ସମୟ ଆସିଛି: ଗିରିରାଜ ସିଂ

ନୂଆଦିଲ୍ଲୀ,୨୫।୧୨: କେନ୍ଦ୍ର ମନ୍ତ୍ରୀ ତଥା ବେଗୁସରାଇ ଏମପି ଗିରିରାଜ ସିଂ ବୁଧବାର କହିଛନ୍ତି ଯେ ବର୍ତ୍ତମାନ ସମୟ ଆସିଛି ଯେ ବାଂଲାଦେଶୀମାନଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri