Posted inଜାତୀୟ

ଗୁଜରାଟରେ କାଲି ଭୋଟିଂ

ନୂଆଦିଲ୍ଲୀ,୩୦ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ  ଲାଗି ଗୁରୁବାର  ପ୍ରଥମ ପର୍ଯ୍ୟାୟରେ ୮୯ ଆସନ ପାଇଁ ଭୋଟ ଗ୍ରହଣ କରାଯିବ । ଡିସେମ୍ବର ୫ରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ଏହିଦିନ ୯୩ ଆସନ ପାଇଁ ଭୋଟିଂ ହେବ । ଶାସନରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଶାସନ କ୍ଷମତା ପାଇଁ ସଂଘର୍ଷ କରୁଥିବା ବେଳେ କଂଗ୍ରେସ ତା’ର ରାଜନୈତିକ ବନବାସ ଶେଷ କରିବା ଚେଷ୍ଟାରେ ପଡିଛି । ନିର୍ବାଚନ ପ୍ରତିଦ୍ୱନ୍ଦିତାକୁ ତ୍ରିକୋଣୀୟ କରିବାକୁ ଆମ ଆଦମୀ ପାର୍ଟି(ଏଏପି) ପୁରା ଦମ୍‌ରେ ମୈଦାନକୁ ଓହ୍ଲାଇଛି । ଏପଟେ ସବୁଠି ବିଜୟର ଆଶ୍ୱାସନା ମିଳିଛି । ହେଲେ ଅସଲରେ ସମସ୍ତ ଦଳ କେଉଁଠି ଠିଆ ହୋଇଛନ୍ତି ତାହା ଫଳାଫଳ ଆସିବା ପରେ ହିଁ ସ୍ପଷ୍ଟ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ...

କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ କି ଆମେରିକା: ଆସିଲା ବଡ଼ ଅପଡେଟ୍ 

ନୂଆଦିଲ୍ଲୀ/ୱାଶିଂଟନ୍,୩୦/୧୦: ଶିଖ୍ ବିଚ୍ଛିନ୍ନତାବାଦୀ ହରଦୀପ ସିଂହ ନିଜର ହତ୍ୟା ମାମଲାରେ ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଉଭୟ...

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ...

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍‌ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ

କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍‌...

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା।...

ସରକାରଙ୍କ ବଡ଼ ଘୋଷଣା, କମିବ ପେଟ୍ରୋଲ ଦର, ଓଡ଼ିଶାର ଏହିସବୁ ଅଞ୍ଚଳକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୯।୧୦: କମିବ ପେଟ୍ରୋଲ ଓ ଡିଜେଲ ଦର। ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ...

କେବେ ଦୀପାବଳି? ମୁକ୍ତିମଣ୍ଡପର ନିଷ୍ପତ୍ତ ପରେ କାଶୀ ପଣ୍ଡିତଙ୍କ ମଧ୍ୟରେ ସୃଷ୍ଟିହେଲା ଝଡ

ନୂଆଦିଲ୍ଲୀ,୨୯।୧୦: ଦୀପାବଳି କେବେ ? ଅକ୍ଟୋବର ୩୧ କିମ୍ବା ନଭେମ୍ବର ୧? ଏହାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ଅଛନ୍ତି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ...

ହଠାତ୍‌ ଷ୍ଟେଜ ଉପରେ ଭୋ ଭୋ ହୋଇ କାନ୍ଦିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୦: ଆୟୁଷ୍ମାନ ଯୋଜନା ପାର୍ଟ-୨ରେ ସମସ୍ତେ ଲାଭ ନେଇ ପାରିବେ। ୭୦ ବର୍ଷରୁ ଅଧିକ ହେଲେ ବି ଆପଣଙ୍କ ସ୍ବାସ୍ଥ୍ୟ ସେବା ଦାୟିତ୍ୱ ସରକାରଙ୍କର। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri