Posted inଖେଳ

ଜାତୀୟ ରେକର୍ଡ ଭାଙ୍ଗିଲେ ଗୁରିନ୍ଦରବୀର

ବେଙ୍ଗାଲୁରୁ, ୨୮ା୩: ଗୁରିନ୍ଦରବୀର ସିଂ ରେକର୍ଡ ବୁକ୍‌ରେ ସ୍ଥାନ ପାଇଛନ୍ତି। ବେଙ୍ଗାଲୁରୁରେ ଚାଲିଥିବା ଇଣ୍ଡିଆନ ଗ୍ରାଁ ପ୍ରି-୧ରେ ସେ ୧୦.୨୦ ସେକେଣ୍ଡ ଟାଇମିଂରେ ପୁରୁଷ ୧୦୦ ମିଟର ନୂଆ ଜାତୀୟ ରେକର୍ଡ ସୃଷ୍ଟି କରିଛନ୍ତି।

ପଞ୍ଜାବର ଏହି ୨୪ ବର୍ଷୀୟ ସ୍ପ୍ରିଣ୍ଟର ମଣିକାନ୍ତ ହୋବ୍‌ଲିଧରଙ୍କ ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ମଣିକାନ୍ତ ୨୦୨୩ ଅକ୍ଟୋବରରେ ୧୦.୨୩ ଟାଇମିଂରେ ରେକର୍ଡର ଅଧିକାରୀ ହୋଇଥିଲେ। ଗୁରିନ୍ଦରବୀରଙ୍କ ପୂର୍ବ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ୨୦୨୧ରେ ୧୦.୨୭ ସେକେଣ୍ଡ ରହିଥିଲା। ସେ ୧୦.୨୨ ଟାଇମିଂରେ ସ୍ବଳ୍ପ ବ୍ୟବଧାନରେ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଗୁରିନ୍ଦରବୀର ପୂର୍ବରୁ ୨୦୨୧ ଓ ୨୦୨୪ ଜାତୀୟ ଆନ୍ତଃରାଜ୍ୟ ଚାମ୍ପିୟନଶିପ୍‌ ସମେତ ୨୦୨୪ ଫେଡେରେଶନ କପ୍‌ରେ ୧୦୦ ମିଟରରେ ସ୍ବର୍ଣ୍ଣ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ

ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୮ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ...

Video: ଇଦ୍‌ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍‌ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର...

ଫୁଟ୍‌ବଲ: ଟିଚର୍ସ କଲୋନି ଚାମ୍ପିୟନ

ରାଉରକେଲା,୩୧।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସେକ୍ଟର-୬ସ୍ଥିତ ଇସ୍ପାତ ଷ୍ଟାଡିୟମ୍‌ଠାରେ ମା’ ସମଲେଶ୍ୱରୀ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ସ୍ବର୍ଗତ ଜାତୀୟ ଫୁଟବଲ୍‌ ଖେଳାଳି ନୀନା ପଟ୍ଟନାୟକ ଓ...

ପୁଣି ଶାମି ସିଲଭା ସଭାପତି

କଲମ୍ବୋ,୩୧ା୩: ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ସୋମବାର ଅନୁଷ୍ଠିତ ୬୪ତମ ବାର୍ଷୀକ ସାଧାରଣ ବୈଠକରେ ଶାମି ସିଲଭା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ କ୍ରମାଗତ ଚତୁର୍ଥ...

ହାର୍ଦ୍ଦିକଙ୍କ ପରେ ରାଜସ୍ଥାନ ଅଧିନାୟକଙ୍କୁ ୧୨ ଲକ୍ଷ ଜରିମାନା

ଗୁଆହାଟୀ, ୩୧ା୩: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷରେ ୬ରନ ବିଜୟ ମ୍ୟାଚରେ ଏକ ଶ୍ଲୋ ଓଭର ରେଟ୍‌...

IPL 2025ରେ ସୁପରଫ୍ଲପ୍‌ ସାବ୍ୟସ୍ତ ହେଲେ ୨୭ କୋଟି ଟଙ୍କାର ଖେଳାଳି

ନୂଆଦିଲ୍ଲୀ,୩୧।୩: ଆଇପିଏଲ ୨୦୨୫ ରିଷଭ ପନ୍ତଙ୍କ ପାଇଁ ଭଲ ଚାଲିନାହିଁ। ଏପର୍ଯ୍ୟନ୍ତ ସେ ଦୁଇଟି ମ୍ୟାଚ ଖେଳି ସାରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ବ୍ୟାଟ...

Video: ହାରିବା ସତ୍ତ୍ୱେ ହୃଦୟ ଜିତିଲେ ଧୋନୀ: ପଡ଼ିଆରେ କଲେ ଏମିତି କାମ, ଦେଖନ୍ତୁ ଭିଡିଓ

ଚେନ୍ନାଇ,୩୧।୩: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ଲଗାତାର ଦ୍ୱିତୀୟ ପରାଜୟ ବରଣ କରିଛି। ରାଜସ୍ଥାନ ରୟାଲ୍ସ ସିଏସକେକୁ ୬ ରନର ନିକଟତମ ବ୍ୟବଧାନରେ ପରାସ୍ତ...

ନମ୍ବର-୯ରେ ବ୍ୟାଟିଂ କରିବାକୁ ଆସି ଟ୍ରୋଲ ହେଉଛନ୍ତି ଧୋନି, CSK କୋଚ ଖୋଲିଲେ ଏହା ପଛର ରହସ୍ୟ

ନୂଆଦିଲ୍ଲୀ,୩୧।୩: ଏମଏସ ଧୋନି ଆଇପିଏଲ ୨୦୨୫ରେ ୯ ନମ୍ବରରେ ବ୍ୟାଟିଂ କରିବାକୁ ଆସୁଛନ୍ତି। ଏହି ବ୍ୟାଟିଂ ପୋଜିସନକୁ ଆସିବା ପରେ, ଧୋନିଙ୍କୁ ବହୁତ ଟ୍ରୋଲ କରାଯାଉଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image