ଯଶୋବନ୍ତ ସଭାପତି , ଜଗନ୍ନାଥ ସମ୍ପାଦକ

ଛତ୍ରପୁର,୩୧ା୮(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଥିବା ଓଏସ୍‌ଏପି ଅଷ୍ଟମ ବାଟାଲିୟନର ହାବିଲଦାର ଓ ସିପାହୀ ସଂଘ ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇ ଶନିବାର ଫଳାଫଳ ଘୋଷଣା ହୋଇଛି l ସଂଘ ସଭାପତି ଭାବେ ଯଶୋବନ୍ତ ସ୍ବାଇଁ ନିର୍ବାଚିତ ହୋଇଛନ୍ତି। ସେହିପରି ଉପସଭାପତି ଭାବେ ବିଶ୍ୱନାଥ ସେଠୀ, ସମ୍ପାଦକ ଜଗନ୍ନାଥ ସେଠୀ, ସହ ସମ୍ପାଦକ(କ) କେ. ହେମାନନ୍ଦ ରେଡ୍ଡି, ସହ ସମ୍ପାଦକ (ଖ) ଆର୍‌. ସତ୍ୟମ ରେଡ୍ଡି, କୋଷାଧ୍ୟକ୍ଷ ଭାବେ ମରୁତ କୁମାର ପରିଡା ନିର୍ବାଚିତ ହୋଇଛନ୍ତି।

ସେହିପରି ସଂଘର କାର୍ଯ୍ୟକାରିଣୀ ସଭ୍ୟ ଭାବେ ସାହେବ ଦାସ, ରତିକାନ୍ତ ସାହୁ, ଲକ୍ଷ୍ମଣ ସାହୁ, ଜୟଧର ଶବର ଓ ଏସ. ଜଗନ୍ନାଥ ରେଡ୍ଡି ମନୋନୀତ ହୋଇଛନ୍ତି। ଆଗାମୀ ଦିନରେ ସଂଘ ସଦସ୍ୟଙ୍କ ବିଭିନ୍ନ ଦାବିଗୁଡିକୁ ଉପରିସ୍ଥ ଅଧିକାରୀଙ୍କ ନିକଟରେ ପହଞ୍ଚଇବାକୁ ଚେଷ୍ଟା କରିବେ ବୋଲି ନବ ନିର୍ବାଚିତ କର୍ମକର୍ତ୍ତାମାନେ କହିଛନ୍ତି। ନିର୍ବାଚନ ଅଧିକାରୀ ଭାବେ ଅଷ୍ଟମ ବାଟାଲିୟନର ଦୁର୍ଗପତି ଶାରଦା ପ୍ରସାଦ ଦାସ ଓ ରିଟନିଂ ଅଫିସର ଭାବେ ଉପଦୁର୍ଗପତି ପ୍ରଫୁଲ୍ଲ କୁମାର ସିଂ ଦାୟିତ୍ୱ ତୁଲାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri