ହାଇୱା-ବାଇକ ମୁହାଁମୁହିଁ ଧକ୍କା: ୨ ଗୁରୁତର

ଲୋଇସିଂହା,୩।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ପଦ୍ମପୁର ରାସ୍ତା ପତ୍ରାପାଳି ରାଇସ ମିଲ ନିକଟରେ ଏକ ହାଇୱା ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇଜଣ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ସଦାନନ୍ଦ ମହାନନ୍ଦ ଓ ଶୁଭମ ସିଂ ଗୁରୁତରଙ୍କୁ ଅଗ୍ନିଶମ ବାହିନୀ ଓ ପୋଲିସ ଉଦ୍ଧାର କରି ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ବାଇକ ଲୋଇସିଂହା ପଟରୁ ଯାଉଥିବାବେଳେ ହାଇୱା ବିପରୀତ ଦିଗରୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାଗ୍ରସ୍ତ ହାଇୱା ଓ ବାଇକକୁ ପୋଲିସ ଜବତ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ପଣାଖୁଣ୍ଟିରେ ବଳିଦେବା ଘଟଣା: ଖବରଦାତା ସମ୍ମିଳନୀରେ ଏସ୍‌ପି ଦେଲେ ଚାଞ୍ଚଲ୍ୟକର ବୟାନ

ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇଗାଁରେ ନୂଆବର୍ଷରେ ବହୁଚର୍ଚ୍ଚିତ ବୀଭତ୍ସ ହତ୍ୟାକାଣ୍ଡର ପରଜଙ୍ଗ ପୋଲିସ ପର୍ଦ୍ଦାଫାଶ କରିଛି । ଲୋମଟାଙ୍କୁରା ବୀଭତ୍ସ ହତ୍ୟାକାଣ୍ଡକୁ...

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ଚାଲିଛି ତନାଘନା

ପୁରୀ,୫ା୧: ଶ୍ରୀମନ୍ଦିର ଉପରେ ରବିବାର ଭୋର୍‌ ପ୍ରାୟ ୪ଟା ୧୦ରେ ଡ୍ରୋନ୍‌ ଉଡ଼ିଥିବାର ଦେଖିବାକୁ ମିଳିଛି। ଡ୍ରୋନ୍‌ଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ...

ଶୀତରେ ଥରୁଛି ଜି. ଉଦୟଗିରି, ୫ ଦିନ ଧରି ରାଜ୍ୟରେ ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି ୫।୧(ଶିଶିର ପଟ୍ଟନାୟକ): ଗତ ୫ଦିନ ହେବ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି । ରବିବାର ସର୍ବନିମ୍ନ...

ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ

ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ...

ହାତୀ ପାଇଁ ପ୍ରସ୍ତୁତ କରୁଥିଲେ ନିଆଁହୁଳା : ସେଇ ନିଆଁରେ ନିଜେ ଜଳିଗଲେ 

ପାଟଣା,୫।୧(ବୀର କିଶୋର ଦାଶ): ହାତୀ ପାଇଁ ନିଆଁହୁଳା ପ୍ରସ୍ତୁତ କରୁଥିଲେ ମହିଳା, ସେଇ ନିଆଁରେ ନିଜେ ପୋଡ଼ିହୋଇ ଜୀବନ ଚାଲିଗଲା। ଏଭଳି ଅଭାବନୀୟ ଘଟଣା ଘଟିଛି...

ସମୁଦ୍ରରେ ପାଟ୍ରୋଲିଂବେଳେ ସ୍ପିଡ୍‌ ବୋଟ୍‌ରୁ ଖସିପଡ଼ିଲେ ପୋଲିସ କର୍ମଚାରୀ, ଭିଡିଓ ଦେଖିଲେ…

ଭୋଗରାଇ,୫ା(ପ୍ରଦୀପ ଦାସ): ବର୍ଷ ଆରମ୍ଭରୁ ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗ ଦୀଘାରେ ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଏଥି ନିମନ୍ତେ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୁଣା...

କୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱର

ଜୁନାଗଡ଼,୫ା୧(ସୁନୀଲ କୁମାର ସିଂହ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଗତ ୩ ତାରିଖଠାରୁ କୃଷି ଓଡିଶା କାର୍ଯ୍ୟକ୍ରମ ଚାଲୁଛି। ଏହି ପରିପ୍ରେକ୍ଷୀରେ ରବିବାର...

‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri