ହାଇୱା-ବାଇକ ମୁହାଁମୁହିଁ ଧକ୍କା: ୨ ଗୁରୁତର

ଲୋଇସିଂହା,୩।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ପଦ୍ମପୁର ରାସ୍ତା ପତ୍ରାପାଳି ରାଇସ ମିଲ ନିକଟରେ ଏକ ହାଇୱା ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇଜଣ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ସଦାନନ୍ଦ ମହାନନ୍ଦ ଓ ଶୁଭମ ସିଂ ଗୁରୁତରଙ୍କୁ ଅଗ୍ନିଶମ ବାହିନୀ ଓ ପୋଲିସ ଉଦ୍ଧାର କରି ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ବାଇକ ଲୋଇସିଂହା ପଟରୁ ଯାଉଥିବାବେଳେ ହାଇୱା ବିପରୀତ ଦିଗରୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାଗ୍ରସ୍ତ ହାଇୱା ଓ ବାଇକକୁ ପୋଲିସ ଜବତ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image