ହାଲ୍‌ ଠିକା ସୁରକ୍ଷା କର୍ମୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ସୁନାବେଡ଼ା,୧ା୨(କୃତ୍ତିବାସ ପ୍ରଧାନ): ସୁନାବେଡ଼ା ହାଲ୍‌ କାରଖାନାରେ କାର୍ଯ୍ୟରତ ଠିକା ସୁରକ୍ଷା କର୍ମୀ ଶନିବାର କାର୍ଯ୍ୟ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସମସ୍ତ ସୁରକ୍ଷା କର୍ମୀ କାମ ବନ୍ଦ କରି ଟାଉନଶିପ୍‌ ସିକ୍ୟୁରିଟି ଅଫିସ ସାମ୍ନାରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, କର୍ମୀମାନେ ହାଲ୍‌ କାରଖାନା ଓ ସହରାଞ୍ଚଳର ବିଭିନ୍ନ ସ୍କୁଲ ଓ କଲେଜର ସୁରକ୍ଷା ଦାୟିତ୍ୱରେ ରହୁଛନ୍ତି। କିନ୍ତୁ ଏହାର ଟେଣ୍ଡର ନେଇଥିବା ସଂସ୍ଥା ସୁରକ୍ଷା କର୍ମୀଙ୍କୁ ଉଚିତ ଦରମା ଦେଉ ନ ଥିବା ଅଭିଯୋଗ ହୋଇଛି। ସଂସ୍ଥା ହାଲ୍‌ କର୍ତ୍ତୃପକ୍ଷଙ୍କଠାରୁ କୁଶଳୀ ଶ୍ରେଣୀରେ ଦରମା ଆଣୁଥିବା ବେଳେ କର୍ମୀଙ୍କୁ ଅଣକୁଶଳୀ ବେତନ ପ୍ରଦାନ କରୁଥିବା ସୁରକ୍ଷା କର୍ମୀ ଅଭଯୋଗ କରିଛନ୍ତି।

ଏହି ସମ୍ପର୍କରେ ଦୀର୍ଘଦିନ ହେଲା ଅଭିଯୋଗ କରାଯାଉଥିଲେ ସୁଦ୍ଧା କେହି ଶୁଣୁନାହାନ୍ତି। ସଂସ୍ଥା ପକ୍ଷରୁ ଓଲଟା ଧମକ ଦିଆଯାଉଥିବା କର୍ମୀମାନେ ପ୍ରକାଶ କରିଛନ୍ତି। ଏହାର ସ୍ଥାୟୀ ସମାଧାନ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନରତ କର୍ମୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲବାଦି ସଙ୍ଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ : ଜୟନାରାୟଣ ମିଶ୍ରଙ୍କୁ ସମର୍ଥନ

ବଲାଙ୍ଗୀର,୧୬।୩: କୋସଲ ରାଜ୍ୟ ସମନ୍ବୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ସୋମବାର ସ୍ଥାନୀୟ ଯାଦବ ଭବନ ଠାରେ ଖବରଦାତା ସମ୍ମିଳନୀ କରି ସ୍ବତନ୍ତ୍ର କୋସଲ...

ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର: କୃଷ୍ଣ ପାତ୍ର

ଭୁବନେଶ୍ୱର,୧୬।୩: ପୋଷଣ କେନ୍ଦ୍ରନେଇ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର। ‘ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ...

ଶ୍ରୀମନ୍ଦିରରେ ସେବାୟତ ଜାଳିଲେ ମହମବତୀ: ଭିଡିଓ ଭାଇରାଲ ପରେ ତେଜିଲା ଅସନ୍ତୋଷ

ପୁରୀ,୧୬।୩: ପବିତ୍ର ଫାଲୁଗନ ମାସ ଦୋଳ ପୂର୍ଣ୍ଣିମା ଅବସରରେ ପୁରୀରେ ଚାଲିଛି ଦୋଳ ମହୋତ୍ସବ। ସାହି ସାହି ବୁଲିଛନ୍ତି ରାଧାଗୋବିନ୍ଦ। ଏହି ପରିପ୍ରେକ୍ଷୀରେ ପୁରୀରେ ଜମୁଛି...

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ।...

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା।...

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି...

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image