୨୫ଦିନରେ ହାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ

ଭୁବନେଶ୍ୱର,୧୮।୩: କାମଧେନୁ ଖଦି ଉଲ ପାନିପଥ ହରିୟାଣା ପକ୍ଷରୁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ଏକ ଆନ୍ତଃରାଜ୍ୟ ହାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ମେଳାରେ ୭୫ରୁ ଅଧିକ ଷ୍ଟଲରେ ଉଭୟ ହାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ଉତ୍ପାଦ ମିଳୁଛି। ପ୍ରତିଦିନ ସନ୍ଧ୍ୟା ୭.୩୦ରୁ ୯.୩୦ ଘଟିକା ପର୍ଯ୍ୟନ୍ତ ପ୍ରଦର୍ଶନୀରେ ଭିଡ ହେଉଛି। ବିଭିନ୍ନ ରାଜ୍ୟର ପ୍ରସିଦ୍ଧ ଶାଢି, ଫୋଷାକ, ଡ୍ରେସ୍‌ ଏବଂ ହାଣ୍ଡିକ୍ରାଫ୍ଟ ଉତ୍ପାଦ ନିକଟରେ ଗ୍ରାହକଙ୍କ ଭିଡ ଲାଗୁଥିବା ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଦର୍ଶନୀରେ ବୁଲିବା ସହିତ ଖାଇବା ଓ ଘର ସାଜସଜ୍ଜା ସାମଗ୍ରୀ ସାଙ୍ଗକୁ ମନ ପସନ୍ଦର ପୋଷାକ ପାଇପାରୁଛନ୍ତି। ପ୍ରଦର୍ଶନୀରେ ଓଡ଼ିଶାର ବୟନିକା ସମେତ ପଶ୍ଚିମବଙ୍ଗ, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡଖଣ୍ଡ, ହରିୟାଣା, ତାମିଲନାଡୁ, ବିହାର, ପୁଡୁଚେରୀ, ଆସାମ, କର୍ନାଟକ, ରାଜସ୍ଥାନ, ଉତ୍ତରାଖଣ୍ଡ ଏବଂ ଜମ୍ମୁ-କଶ୍ମୀର ଭଳି ରାଜ୍ୟର ବ୍ୟବସାୟୀମାନେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ସହିତ ବିକ୍ରି କରୁଛନ୍ତି। ଏହି ପ୍ରଦର୍ଶନୀ ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri