ଲଣ୍ଡନରେ ପହଞ୍ଚିଲା ହନୁମାନ ଚାଳିଶା ବିବାଦ

ଲଣ୍ଡନ/ନୂଆଦିଲ୍ଲୀ,୨ ।୫: ଲଣ୍ଡନର କିଛି ହିନ୍ଦୁ ସଙ୍ଗଠନ ହନୁମାନ ଚାଳିଶା ପାଠକୁ ସମର୍ଥନ କରିଛନ୍ତି । ଏହାସହ ଦେଶର କିଛି ରାଜ୍ୟର ରାଜ୍ୟ ସରକାରଙ୍କୁ ନିନ୍ଦା କରିଛନ୍ତି । ଯେଉଁମାନେ ମହାରାଷ୍ଟ୍ରର ଏମପି ନବନୀତ ରାଣା ଓ ତାଙ୍କ ବିଧାୟକ ପତି ରବି ରାଣାଙ୍କ ସହିତ ଭକ୍ତଙ୍କୁ ଗିରଫ କରିଛନ୍ତି ତାଙ୍କୁ ମଧ୍ୟ ନିନ୍ଦା କରାଯାଇଛି । ସୋମବାର ରାଣା ଦମ୍ପତି ଓ ଅନ୍ୟମାନଙ୍କୁ ସମର୍ଥନ କରି ଲଣ୍ଡନରେ ହନୁମାନ ଚାଲିଶା ପାଠ କରାଯିବାର ଯୋଜନା କରାଯଇଛି । ଲଣ୍ଡନ ସ୍ଥିତ ସଙ୍ଗଠନ ଦ୍ୱାରା ଜାରି ପତ୍ର ଅନୁସାରେ, ରିଚ ଇଣ୍ଡିଆ ୟୁକେ ଚାପ୍ଟର ସହିତ ୟୁକେରେ ସନାତନବାସୀ ଶ୍ରୀ ହନୁମାନ ଚାଳିଶା ପଥର ସାର୍ବଜନିକପାଠ ପାଇଁ ଏକଜୁଟ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେମିକାଲ ଆଳୁ ଖାଉଥିଲେ ସାବଧାନ, ହୋଇପାରେ ସ୍ବାସ୍ଥ୍ୟହାନୀ

ନୂଆଦିଲ୍ଲୀ,୧୯।୧୧: ବର୍ତ୍ତମାନ ସୁଦ୍ଧା ଆପଣ ଅମଳ ବୃଦ୍ଧି, ପନିପରିବା ସତେଜ ରଖିବା, ଲାଉ, କଖାରୁ ଆଦି ଶୀଘ୍ର ବଢିବା ଏବଂ ଫଳ ପାଚିବା ପାଇଁ ରାସାୟନିକ...

ଭାଜପା ନିକଟରେ ‘ବାଣ୍ଟିବା’ ଛଡା ଅନ୍ୟ ବିକଳ୍ପ ନାହିଁ: ମନୋଜ ଝା

ପାଟନା,୧୯।୧୧: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ନିର୍ବାଚନକୁ ନେଇ ଆରଜେଡି ଏମପି ମନୋଜ ଝା ମଙ୍ଗଳବାର କହିଛନ୍ତି ଯେ ସେଠାରେ ଏକପାଖିଆ ବାତାବରଣ ରହିଛି। ଭାଜପା ସେଠାରେ...

ପାକିସ୍ତାନର ନିଦ ଉଡାଇଲା ଟ୍ରମ୍ପଙ୍କ ନୂଆ କ୍ୟାବିନେଟ

ଓ୍ବାଶିଂଟନ,୧୯।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ଡୋନାଲ୍ଡ ଟ୍ରମ୍ପ ତାଙ୍କର ଅନେକ କ୍ୟାବିନେଟ ସହକର୍ମୀଙ୍କୁ ଚୟନ କରିଛନ୍ତି। ଏହି ସମୟରେ ଆଗାମୀ ଟ୍ରମ୍ପ କ୍ୟାବିନେଟର...

ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ପାଇଁ କାଲି ଭୋଟିଂ, ବାହାରିଲେଣି ପୋଲିଂ ପାର୍ଟି

ନୂଆଦିଲ୍ଲୀ,୧୯।୧୧: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ବ୍ୟତୀତ ଆସନ୍ତାକାଲି ଅର୍ଥାତ୍‌ ବୁଧବାର (୨୦ ନଭେମ୍ବର) ଉପ-ନିର୍ବାଚନ ପାଇଁ ଭୋଟ ମଧ୍ୟ ଅନୁଷ୍ଠିତ ହେବ। ପୋଲିଂ...

ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ମନ୍ଦିରର ନିର୍ଦ୍ଦେଶ ଶୁଣି ଚିନ୍ତାରେ ୩୦୦ କର୍ମଚାରୀ

ତିରୁପତି,୧୯।୧୧: ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ମନ୍ଦିର ଏହାର ବୋର୍ଡରେ କାମ କରୁଥିବା ଅଣ ହିନ୍ଦୁ କର୍ମଚାରୀଙ୍କ ପାଇଁ ଏକ ନୂତନ ଆଦେଶ ଜାରି କରିଛି...

୪୫ ଲୋକଙ୍କୁ ୧୦ ବର୍ଷର ଜେଲଦଣ୍ଡ, ଜାଣନ୍ତୁ କ’ଣ ଏହି ମାମଲା

ଭିକ୍ଟୋରିଆ ସିଟି,୧୯।୧୧: ମଙ୍ଗଳବାର ହଂକଂର ହାଇକୋର୍ଟ ୪୫ ଜଣ ଗଣତନ୍ତ୍ର ସମର୍ଥକଙ୍କୁ ଜାତୀୟ ସୁରକ୍ଷା ମାମଲାରେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନାଯୋଗ୍ୟ,...

ମୋଦିଙ୍କୁ ଭେଟିବା ପରେ ବଡ଼ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୯।୧୧: ଆସନ୍ତା ବର୍ଷ ଭାରତ ସହ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ଉପରେ ଆଲୋଚନା ଆରମ୍ଭ ହେବ। ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମର ଏନେଇ ସୂଚୁନା...

ଏହି ଯୋଜନାରେ ମହିଳାଙ୍କୁ ମିଳିବ ୨୪ହଜାର, ଜାଣନ୍ତୁ କିପରି କରିବେ ଆବେଦନ

ନୂଆଦିଲ୍ଲୀ,୧୯।୧୧: ଭାରତ ସରକାର ଦେଶରେ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରୁଛନ୍ତି। ସମାଜରେ ମହିଳାଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ସରକାର ନୂତନ ଉଦ୍ୟମ କରୁଛନ୍ତି। ବିଶେଷକରି ସରକାର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri