Posted inVideo

Happy Janmashtami: Lord Krishna descends on earth | ଆସିଛନ୍ତି ଶ୍ରୀକୃଷ୍ଣ

Featured Video Play Icon

Today is the eighth day of dark fortnight in the month of ‘Bhadrav’ when Lord Krishna was born. Hindus observe this day as ‘Janmashtami’. Atmosphere in ISKCON temple in Bhubaneswar and Puri Jagannath temple is filled with festive mood and religious fervor as devotees throng temples for darshan of Krishna and Balaram.

ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହିଦିନରେ ଧରାପୃଷ୍ଠରେ ଜନ୍ମ ନେଇଥିଲେ ଲୀଳାମୟ ଠାକୁର ପ୍ରଭୁ ଶ୍ରୀକୃଷ୍ଣ। ଏଥିପାଇଁ ଗାଁଠୁ ସହର ଉତ୍ସବମୁଖର ହୋଇଉଠିଛି। ରାଜଧାନୀର ଇସ୍କନ ମନ୍ଦିର ହେଉ କି, ପୁରୀ ଶ୍ରୀମନ୍ଦିର, ସବୁଠି ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଶ୍ରଦ୍ଧାଳୁମାନେ ଉପବାସ ରଖିବା ସହ କୃଷ୍ଣ-ବଳରାମଙ୍କୁ ଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri