Posted inଖେଳ

ଅଶ୍ୱିନଙ୍କୁ ନୂଆ ନାମ ଦେଲେ ହରଭଜନ

ନୂଆଦିଲ୍ଲୀ,୧୮।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ବୋଲର ରବିଚନ୍ଦ୍ରନ ଅଶ୍ୱିନ ଦୁନିଆର ଏଭଳି ଜଣେ କ୍ରିକେଟର ଯିଏ ଖେଳ ସହ ଖେଳର ନିୟମକୁ ଭଲଭାବେ ଜାଣନ୍ତି। କ୍ରିକେଟ ନିୟମକୁ କ୍ରମାଗତ ଭାବେ ଚ୍ୟାଲେଞ୍ଜ କରି ସେ ବିବାଦକୁ ଆସିଥାନ୍ତି। ଏହାଛଡ଼ା ମଇଦାନରେ ଉଇକେଟ ନେବାକୁ ବୋଲିରେ ବିଭିନ୍ନ ପରିବର୍ତ୍ତନ ମଧ୍ୟ କରିଥାନ୍ତି। ଏହି କାରଣରୁ ତାଙ୍କ ନାମ ଭାରତର ସର୍ବକାଳୀନ ଶ୍ରେଷ୍ଠ ସ୍ପିନରରେ ଗଣାଯାଏ। ଏବେ ଟିମ୍‌ ଇଣ୍ଡିଆର ପୂର୍ବତନ ଭେଟେରାନ ତଥା ଅଶ୍ୱିନଙ୍କ ସାଥୀ ଖେଳାଳି ହରଭଜନ ସିଂହ ତାଙ୍କୁ ଏକ ନୂଆ ନାମ ଦେଇଛନ୍ତି। ଯଦି ମାଇକେଲ ହୁସେ ମିଷ୍ଟର କ୍ରିକେଟ ତେବେ ଅଶ୍ୱିନ ଡବଲ ମିଷ୍ଟର କ୍ରିକେଟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ

ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା...

ଆଇପିଏଲରେ ଅଭୂତପୂର୍ବ କୃତିତ୍ୱ ହାସଲ କଲେ ବିରାଟ କୋହଲି, ପଛରେ ପଡିଲେ ଡେଭିଡ ଓ୍ୱାର୍ଣ୍ଣର

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ରବିବାର ପଞ୍ଜାବ କିଙ୍ଗସ ବିପକ୍ଷ ଆଇପିଏଲ ୨୦୨୫ ମ୍ୟାଚରେ ନିଜ ନାମରେ ଏକ...

ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ

ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ...

ଇତିହାସ ରଚିରେ Virat Kohli

ନୂଆଦିଲ୍ଲୀ,୨୦।୪: ବିରାଟ କୋହଲି ଏବେ ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସରେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିଥିବା ବ୍ୟାଟସମ୍ୟାନ ହୋଇଯାଇଛନ୍ତି। ସେ ଏହି ମାମଲାରେ ଡେଭିଡ ୱାର୍ଣ୍ଣରଙ୍କୁ...

Video: ପଞ୍ଜାବ ବିପକ୍ଷରେ ବିଜୟ ପରେ ଶ୍ରେୟସ ଆୟାରଙ୍କୁ ଉପହାସ କଲେ ବିରାଟ କୋହଲି

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମୁଲ୍ଲାନପୁରରେ ପଞ୍ଜାବ କିଙ୍ଗସ (ପିବିକେଏସ)କୁ ୭ ୱିକେଟରେ ପରାସ୍ତ କରିଛି। ଜିତେଶ ଶର୍ମାଙ୍କର ମ୍ୟାଚ୍ ବିଜୟୀ ଛକା...

JDU ନେତାଙ୍କ ଦାଦାଗିରି, ଡାକ୍ତରଙ୍କ ଚାମ୍ବରରେ ପଶି କଲେ ମାଡପିଟ

ପାଟନା,୨୦।୪: ପୁଣି ଥରେ ବିହାରରେ ଜଣେ ନେତାଙ୍କ ଦବଦବା ଚେହେରା ସାମ୍ନାକୁ ଆସିଛି। ଘଟଣାଟି ଆରା ଜିଲାର, ଯେଉଁଠାରେ JDUର ଶକ୍ତିଶାଳୀ ନେତା ପ୍ରିନ୍ସ ସିଂହ...

ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର...

Top 5 Magnificent handloom sarees of Odisa: ରାଜ୍ୟ ସହ ରାଜ୍ୟ ବାହାରେ ବେଶ ଆଦୃତ ଓଡ଼ିଶାର ଏହି ହସ୍ତତନ୍ତ ଶାଢୀ

ଓଡ଼ିଶା ଏହାର ସମୃଦ୍ଧ ଏବଂ ବିବିଧ ସଂସ୍କୃତି, ଐତିହ୍ୟ ଏବଂ କଳା ପାଇଁ ବେଶ ଜଣାଶୁଣା। ଓଡ଼ିଶାର ସଂସ୍କୃତିର ସବୁଠାରୁ ପ୍ରମୁଖ ଦିଗ ହେଉଛି ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image