ଛାଡ଼ପତ୍ର ଖବର ମଧ୍ୟରେ ଘର ଛାଡିଲେ ନତାଶା! ପୁଅ ଅଗସ୍ତ୍ୟଙ୍କ ସହ ବିମାନବନ୍ଦରରେ ଆସିଲେ ନଜର, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ପତ୍ନୀ ନତାଶା ଷ୍ଟାନକୋଭିକ ଛାଡ଼ପତ୍ରର ଖବରକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଦୀର୍ଘ ଦିନ ଧରି କଳ୍ପନା ଜଳ୍ପନା ଚାଲିଥିଲା ଯେ ଉଭୟଙ୍କ ମଧ୍ୟରେ କିଛି ଭୁଲ ବୁଝାମଣା ହୋଇଛି ଏବଂ ସେଥିପାଇଁ ସେମାନେ ଅନେକ ମାସ ଧରି ଅଲଗା ରହୁଛନ୍ତି। ହାର୍ଦ୍ଦିକଙ୍କ ଭାଇଙ୍କ ଏକ ପୋଷ୍ଟ ପରେ, ସେମାନଙ୍କ ଛାଡପତ୍ର ଖବର ବୃଦ୍ଧି ପାଇଥିଲା। ନିକଟରେ ନତାଶା ଲଗେଜ୍‌ ବ୍ୟାଗ ସହିତ ବିମାନବନ୍ଦରରେ ନଜର ଆସିଥିଲେ। ସେ ଏକ ନୁହଁନ୍ତି ତାଙ୍କ ସାଙ୍ଗରେ ତାଙ୍କ ପୁଅ ଅଗସ୍ତ୍ୟ ମଧ୍ୟ ଥିଲେ।

ତେବେ ହାର୍ଦ୍ଦିକ ଆଉ ନତାଶାଙ୍କ ମଧ୍ୟରେ କ’ଣ ହୋଇଛି? ପ୍ରଶଂସକମାନେ ଜାଣିବାକୁ ଚାହୁଁଛନ୍ତି। ଅନ୍ୟପଟେ ନତାଶା ତାଙ୍କ କ୍ରିପ୍ଟିକ ପୋଷ୍ଟ ସହିତ ଛାଡପତ୍ର ଗୁଜବକୁ ଅଣଦେଖା କରୁଥିବା ବେଳେ ହାର୍ଦ୍ଦିକ ମଧ୍ୟ ଏହି ପ୍ରସଙ୍ଗରେ ନୀରବତା ବଜାୟ ରଖିଛନ୍ତି। ଛାଡପତ୍ର ଖବର ମଧ୍ୟରେ ନତାଶାଙ୍କୁ ପୁଅ ଅଗସ୍ତ୍ୟଙ୍କ ସହ ମୁମ୍ବାଇ ବିମାନବନ୍ଦରରେ ଦେଖିବାକୁ ମିଳିଛି। ତାଙ୍କର ଏହି ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

ତେଜସ୍ବୀଙ୍କ ଅଧିନାୟିକତ୍ୱରେ ଖେଳିଛନ୍ତି ବିରାଟ କୋହଲି, ଓଡ଼ିଶା ବିପକ୍ଷରେ…ଜାଣନ୍ତୁ

ନୂଆଦିଲ୍ଲୀ,୧୮।୯: ଭାରତୀୟ ରାଜନେତା ତେଜସ୍ବୀ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ଟିମ ଇଣ୍ଡିଆର ବର୍ତ୍ତମାନର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି...

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri