Posted inଜାତୀୟ

କଂଗ୍ରେସ ଛାଡ଼ିଲେ ହାର୍ଦ୍ଦିକ ପଟେଲ

ଗାନ୍ଧିନଗର,୧୮।୫: ଗୁଜୁରାଟ ନିର୍ବାଚନର କିଛି ମାସ ପୂର୍ବରୁ କଂଗେସକୁ ବଡ଼ ଝଟକା। କଂଗ୍ରେସ ଛାଡିଲେ ଗୁଜୁରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ବୁଧବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜେ ତାଙ୍କ ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଆଜି ମୁଁ କଂଗ୍ରେସ ପାର୍ଟିର ପଦ ଏବଂ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ମୋର ବିଶ୍ୱାସ ଅଛି କି ମୋର ଏହି ନିଷ୍ପତ୍ତିକୁ ମୋର ସହକର୍ମୀ ଏବଂ ଗୁଜୁରାଟର ପ୍ରତିଟି ସଦସ୍ୟ ସ୍ବାଗତ କରିବେ। ଏହି ପଦକ୍ଷେପ ସହିତ ମୁଁ ଗୁଜୁରାଟ ପାଇଁ ସକାରାତ୍ମକ କାର୍ଯ୍ୟ କରିବାକୁ ସମର୍ଥ ହେବି।’ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଗତ କିଛି ଦିନ ହେବ ହାର୍ଦ୍ଦିକ କଂଗ୍ରେସ ନେତାଙ୍କୁ ନେଇ ଅସନ୍ତୋଷ ଥିଲେ। ଦଳ ଛାଡିବେ ବୋଲି ମଧ୍ୟ ଚର୍ଚ୍ଚା ହେଉଥିଲା। ଆଜି ହାର୍ଦ୍ଦିକ ଏ ସବୁ ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ...

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି।...

ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ: ଆସନ୍ତାବର୍ଷ ଲକ୍ଷେ ନୂଆ ଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ରହିଛି ଲକ୍ଷ୍ୟ

ନୂଆଦିଲ୍ଲୀ,୨୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’କାର୍ଯ୍ୟକ୍ରମର ୧୧୬ ତମ ଏପିସୋଡ୍‌ରେ ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମେ ଜାତୀୟ କ୍ୟାଡେଟ କର୍ପସ...

ଚର୍ଚ୍ଚାରେ ହେଲିକପ୍ଟର ମାଡାମ, ବାରିପଦା ଝିଅ ହେବେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ!

ରାଞ୍ଚି,୨୪।୧୧: ଝାଡ଼ଖଣ୍ଡର JMM ସରକାର ପୁଣି ବାଜିମାତ ପରେ ଏବେ ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ। କୁହାଯାଉଛି କଳ୍ପନା ସୋରେନଙ୍କ ଭିନ୍ନ...

ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଉପରେ ନଜର

ମୁମ୍ବାଇ ,୨୪ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବଡ଼ ବିଜୟ ହାସଲ କରିଥିବାବେଳେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଉପରେ...

ମହାରାଷ୍ଟ୍ରରେ ମହାୟୁତି, ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌+

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଜନାଦେଶ ଶାସକ ମେଣ୍ଟ ସପକ୍ଷରେ ଆସିଛି। ମହାରାଷ୍ଟ୍ର ମତଦାତା ‘ଲଡ୍‌କି ବହିନ’ ଭଳି ଯୋଜନାଗୁଡ଼ିକୁ ନେଇ ମହାୟୁତି ଉପରେ...

ପରାଜୟ ପରେ ଇଭିଏମ୍‌କୁ ଦୋଷଦେଲେ ବିରୋଧୀ

ନୂଆଦିଲ୍ଲୀ ,୨୩ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ବିଜୟୀ ହେବା ପରେ ବିରୋଧୀ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ଇଭିଏମ୍‌କୁ ଦୋଷ ଦେଇଛି। ଭାଜପାକୁ ଫାଇଦା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri