Categories: ଜାତୀୟ

ହରିୟାଣା ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ,୨୪।୮-ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।

Share