Posted inଜାତୀୟ

ହରିୟାଣା ସରକାରଙ୍କ ନୂଆ ନିୟମ, ଏବେ ମହିଳାଙ୍କ ଛାତି ମାପିବେ ସରକାର: କଂଗ୍ରେସ

ଚଣ୍ଡିଗଡ଼,୮।୭: ରାଜ୍ୟ ସଭା ଏମପି ତଥା କଂଗ୍ରେସର ବରିଷ୍ଠ ନେତା ରଣଦୀପ ସୁରଜଓ୍ବୋଲା ପୁଣିଥରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଟାର୍ଗେଟ କରିଛନ୍ତି। ଫରେଷ୍ଟ ରେଞ୍ଜର ଓ ଡେପୁଟି ଫରେଷ୍ଟ ରେଞ୍ଜର ପୋଷ୍ଟ ପାଇଁ ମହିଳା/ଯୁବତୀଙ୍କ ଛାତି ମାପିବାକୁ ନେଇ ସୁରଜଓ୍ବୋଲା ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଘେରିଛନ୍ତି।ସୁରଜେୱାଲା ଟୁଇଟ କରି ଖଟ୍ଟର ସରକାରଙ୍କ ନୂଆ ‘ତୋଗଲକି’ ଆଦେଶ ଉପରେ ଲେଖିଛନ୍ତି, ବର୍ତ୍ତମାନ ହରିୟାଣାର ଝିଅମାନଙ୍କୁ ଫରେଷ୍ଟ ରେଞ୍ଜର ଏବଂ ଡେପୁଟି ଫରେଷ୍ଟ ରେଞ୍ଜର ନିଯୁକ୍ତି ପାଇଁ ଛାତି ମାପ କରାଯିବ।
ସେ ତାଙ୍କ ଟୁଇଟରେ ଆହୁରି ମଧ୍ୟ ଲେଖିଛନ୍ତି ଯେ ଜୁଲାଇ ୭, ୨୦୨୩ରେ ଉଚିତ ବିଜ୍ଞପ୍ତି ଜାରି କରାଯାଇଛି ଯେ ଏହି ପଦବୀ ପାଇଁ ପ୍ରାର୍ଥୀ ଯୁବତୀ/ମହିଳାଙ୍କ ଅନଏକ୍ସପାଣ୍ଡେଡ ଚେଷ୍ଟ ୭୪ ସେମି ଏବଂ ଏକ୍ସପାଣ୍ଡେଡ ଚେଷ୍ଟ ୭୯ ସେମି ହେବା ଉଚିତ। ଖଟ୍ଟର-ଦୁଶ୍ୟନ୍ତ ଚୌଟାଲା ଜାଣନ୍ତି ନାହିଁ ଯେ ହରିୟାଣାରେ ମହିଳା ପୋଲିସ କନଷ୍ଟେବଳ ଏବଂ ମହିଳା ଏସଆଇ ପୋଲିସ ନିଯୁକ୍ତିରେ ମଧ୍ୟ ଯୁବତୀଙ୍କ ଛାତି ମାପ କରାଯାଏ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

RBI ଗଭର୍ନର ଶଶିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୬।୧୧: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଭଗର୍ନର ଶଶିକାନ୍ତ ଦାସ ଅସୁସ୍ଥ ଥିବା ଖବର ମିଳିଛି। ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସିଡିଟି...

ଆଦାନୀ ଗ୍ରୁପ୍‌ର ୧୦୦ କୋଟିକୁ ଅଗ୍ରାହ୍ୟ କଲେ ତେଲଙ୍ଗାନା ସରକାର

ହାଇଦ୍ରାବାଦ,୨୬ା୧୧: ତେଲଙ୍ଗାନାରେ ଯୁବବର୍ଗଙ୍କ ମଧ୍ୟରେ ଔଦ୍ୟୋଗିକ ଦକ୍ଷତା ବଢ଼ାଇବା ଲକ୍ଷ୍ୟରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀସମୂହ ଆଦାନୀ ଗ୍ରୁପ ଦକ୍ଷତା ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ୧୦୦ କୋଟି...

କେରଳରେ ବଢ଼ୁଛି ଶିଶୁ ଯୌନ ଶୋଷଣ ମାମଲା

କୋଚି, ୨୬।୧୧: ଦେଶରେ ଦେଖାଦେଉଥିବା ଶିଶୁ ଯୌନ ଶୋଷଣ ମାମଲା ମଧ୍ୟରୁ ସର୍ବାଧିକ ମାମଲା କେରଳରୁ ସାମ୍‌ନାକୁ ଆସିଛି। କେରଳ ଷ୍ଟେଟ୍‌ କମିଶନ ଫର୍‌ ପ୍ରୋଟେକ୍ସନ ଅଫ୍‌...

ଦିଲ୍ଲୀରେ ଜିଆର୍‌ଏପି-୪ ବଳବତ୍ତର ରହିବ

ନୂଆଦିଲ୍ଲୀ,୨୬ା୧୧(ପି.ଟି.): ଦିଲ୍ଲୀର ବାୟୁ ପ୍ରଦୂଷଣ ଏବେ ବି ଉତ୍କଟ ରହିଥିବାରୁ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ର ଚତୁର୍ଥ ପର୍ଯ୍ୟାୟ (ଜିଆର୍‌ଏପି-୪) ବଳବତ୍ତର ରହିବ ବୋଲି ସୁପ୍ରିକୋର୍ଟ ସୋମବାର...

ଆଣ୍ଡାମାନ୍‌ ସାଗରରୁ ୫ ଟନ୍‌ ଡ୍ରଗ୍ସ ଜବତ

ନୂଆଦିଲ୍ଲୀ,୨୬ା୧୧: ଆଣ୍ଡାମାନ୍‌ ସାଗରରେ ଏକ ମାଛଧରା ବୋଟ୍‌ରୁ ତଟସୁରକ୍ଷା ବାହିନୀ (ଆଇସିଜି) ୫ ଟନ୍‌ରୁ ଊର୍ଦ୍ଧ୍ୱ ଡ୍ରଗ୍ସ ଜବତ କରିଛି। ମ୍ୟାନ୍‌ମାର ଫିଶିଂ ବୋଟ୍‌ରୁ ଏହି ମେଥାମ୍ଫେଟାମାଇନ୍‌...

ସମ୍ଭଲ ହିଂସାକୁ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ/ସମ୍ଭଲ,୨୬ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଜୁମା ମସ୍‌ଜିଦ ପରିସରରେ ରବିବାର ସର୍ଭେକୁ ବିରୋଧ ବେଳେ ହିଂସାକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପୋଲିସ ୭ ଜଣଙ୍କୁ...

୩ ବର୍ଷରେ ୭୧ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ

ନୂଆଦିଲ୍ଲୀ, ୨୬।୧୧:୨୦୨୧ରୁ ବର୍ତ୍ତମାନ ସୁଦ୍ଧା ଦେଶରେ ୭୧ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୋମବାର ଲୋକ ସଭାରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଜଙ୍ଗଲ,...

ସମ୍ବିଧାନରେ ‘ସମାଜବାଦ’, ‘ଧର୍ମନିରପେକ୍ଷ’ ଶବ୍ଦ ରହିବ

ନୂଆଦିଲ୍ଲୀ,୨୬ା୧୧(ପି.ଟି.):ସମ୍ବିଧାନର ପ୍ରସ୍ତାବନାରେ ରହିଥିବା ସମାଜବାଦ, ଧର୍ମନିରପେକ୍ଷ ଏବଂ ଅଖଣ୍ଡତା ଶବ୍ଦକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା କେତେକ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ୧୯୭୬ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri