ଘରେ ଆକ୍ୱାରିୟମ୍‌ ରଖିଛନ୍ତି କି? ଜାଣିନିଅନ୍ତୁ ଏସବୁ Vastu ନିୟମ, ନଚେତ…

ଆକ୍ୱାରିୟମ୍‌ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍‌ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି କୁଆଡ଼େ ସେମିତି ହୋଇଯାଏ। ତେବେ ଏଥିପାଇଁ ବାସ୍ତୁଶାସ୍ତ୍ରରେ କ’ଣ ସବୁ ନିୟମ ରହିଛି ଜାଣନ୍ତୁ ସେ ସମ୍ପର୍କରେ…

* ଆକ୍ୱାରିୟମ୍‌ରେ ୯ଟି ମାଛ ରଖିବା ଶୁଭ ହୋଇଥାଏ। ଆଉ ସେହି ୯ଟି ମାଛ ମଧ୍ୟରେ ୮ଟି ଗୋଲ୍ଡ ଫିଶ୍‌ ଓ ଗୋଟିଏ କଳା ମାଛ ରହିଲେ ଶୁଭଫଳ ମିଳିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ଅଛି।

* ଗୋଲ୍ଡ ଫିଶ୍‌କୁ ସାଧାରଣତଃ ଧନର ପ୍ରତୀକ ବୋଲି କୁହାଯାଇଥାଏ। ଅନ୍ୟପକ୍ଷେ କଳାମାଛଟି ସୁରକ୍ଷାର ପ୍ରତୀକ ଭାବେ ଘରକୁ ପ୍ରବେଶ କରୁଥିବା ସମସ୍ତ ନକାରାତ୍ମକ ଊର୍ଜ୍ଜାକୁ ନିଜ ଉପରକୁ ନେଇ ଘରେ ସକାରାତ୍ମକ ପ୍ରଭାବ ବଢାଇବାକୁ ଚେଷ୍ଟା କରିଥାଏ।

* ତେଣୁ ଯଦି କେବେ ଘରେ ରଖିଥିବା ଆକ୍ୱାରିୟମ୍‌ରେ କଳାମାଛଟିକୁ ଅଚାନକ୍‌ ମରିଥିବାର ଦେଖନ୍ତି, ତା’ହେଲେ ସେହିଥିରୁ ଜାଣିଯିବେ ଯେ, ଘର ମଧ୍ୟକୁ କିଛି ଖରାପ ଶକ୍ତି ପ୍ରବେଶ କରିଛି।

*ସଙ୍ଗେସଙ୍ଗେ ଗୋଟିଏ ଜିଅନ୍ତା କଳାମାଛ ଆଣି ଆକ୍ୱାରିୟମ୍‌ରେ ରଖିଦେବେ ଏବଂ ମୃତ ମାଛଟିକୁ ଏଣେତେଣେ ନ ଫୋପାଡି ଚଳନ୍ତା ପାଣିରେ ଭସାଇଦେବେ ନଚେତ୍‌ ମାଟିଖୋଳି ପୋତିଦେବେ।

* ସେହିପରି ଗୋଲ୍ଡ ଫିଶ୍‌ ମରିଗଲେ, ପୁଣି ନୂଆ ଗୋଲ୍ଡ ଫିଶ୍‌ ଆଣି ସେ ସ୍ଥାନରେ ରଖିଦେବେ। ଧ୍ୟାନ ରଖିବେ, ଆକ୍ୱାରିୟମ୍‌ରେ ୯ଟି ମାଛ ଯେମିତି ରହୁଥିବ। କାରଣ ଏହା ଅତ୍ୟନ୍ତ ଶୁଭ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri