Posted inଜାତୀୟ

କର୍ନାଟକରେ ବିଜୟର ଭରସା ଦେଲେ ଦେବେଗୌଡା

ବେଙ୍ଗାଲୁରୁ,୨୯।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଶଙ୍ଖନାଦ ହୋଇ ସାରିଛି। ରାଜ୍ୟରେ ସରକାର ଗଠନ କରିବାକୁ ସମସ୍ତ ରାଜନୈତିକ ଦଳ ନିଜ ନିଜର ଶକ୍ତି ଲଗାଇ ଦେଇଛନ୍ତି। ଇତି ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ ଡି ଦେବେଗୌଡା ଶନିବାର କର୍ନାଟକରେ ବିଧାନସଭା ନିର୍ବାଚନ ଜିତିବାର ଭରସା ଦେଇଛନ୍ତି।
ସେ କହିଛନ୍ତି, ରାଜ୍ୟରେ ହେଉଥିବା ରାଜନୈତିକ ଘଟଣାକ୍ରମକୁ ଅପେକ୍ଷା ରଖନ୍ତୁ ଓ ଦେଖନ୍ତୁ ଆଗକୁ କ’ଣ ହେଉଛି। ଏହା ବ୍ୟତୀତ କଂଗ୍ରେସ ସହ ମେଣ୍ଟକୁ ନେଇ ବି ଦେବେଗୌଡା ତାଙ୍କ ମତ ରଖିଛନ୍ତି। ତେବେ କଂଗ୍ରେସ ସହ ମେଣ୍ଟକୁ ସେ ମନା କରି ଦେଇଛନ୍ତି।

ନ୍ୟୁଜ ଏଜେନ୍ସି ଏଏନଆଇକୁ ଦେଇଥିବା ସାକ୍ଷାତକାରରେ ଏଚଡି ଦେବେଗୌଡା କହିଛନ୍ତି କାହାର ଆକଳନ ଉପରେ ଏହା ମୋର ପ୍ରତିକ୍ରିୟା ନୁହେଁ। ଏହା ମୋର ନିଜର ଆକଳନ। ଯେବେ ପର୍ଯ୍ୟନ୍ତ ଲୋକଙ୍କ ଜନାଦେଶ ଘୋଷଣା ନ ହୋଇଛି, ସେବେ ପର୍ଯ୍ୟନ୍ତ ସେମାନଙ୍କୁ ଖୁସି ହେବାକୁ ଦିଅନ୍ତୁ। ବାସ ଅପେକ୍ଷା କରନ୍ତୁ ଓ ଦେଖନ୍ତୁ କର୍ନାଟକରେ କ’ଣ କେମିତି ଆଗକୁ ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ପ୍ରେସ୍‌ କନଫରେନ୍ସ କରି ଶନ୍ଦେ କଲେ ବଡ଼ ଘୋଷଣା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି। ତେବେ ବର୍ତ୍ତମାନ ଏହି ସସପେନ୍ସକୁ କାର୍ଯ୍ୟନିର୍ବାହୀ ସିଏମ ଏକନାଥ ଶିନ୍ଦେ ଶେଷ କରିଛନ୍ତି। ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ...

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ...

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି...

ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…

ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍‌ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ...

ମୁଖ୍ୟମନ୍ତ୍ରୀ ପଦ ବଦଳରେ ବଡ଼ ସର୍ତ୍ତ ରଖିଦେଲେ ଶିନ୍ଦେ, ଅଡୁଆରେ ଭାଜପା

ମୁମ୍ବାଇ,୨୭।୧୧:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ମହାୟୁତିରେ ସସପେନ୍ସ ଲାଗି ରହିଛି। କିନ୍ତୁ ଏହାରି ଭିତରେ ଏକନାଥ ଶିନ୍ଦେ କିଛି ଏପରି ସଙ୍କେତ ଦେଇଛନ୍ତି,...

ଆଦାନୀଙ୍କୁ ଗିରଫ କର, ରାହୁଲଙ୍କ ଦାବି ମଧ୍ୟରେ ଲୋକ ସଭା ସ୍ଥଗିତ

ନୂଆଦିଲ୍ଲୀ,୨୭।୧୧: ସଂସଦର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବୁଧବାର ସକାଳ ୧୧ଟାରୁ ଲୋକ ସଭା ଓ ରାଜ୍ୟ ସଭାର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ସମୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri