୩ ଦିନ ହେବ ଘରକୁ ଫେରି ନ ଥିଲେ, ଆଜି ବୈତରଣୀରୁ ମିଳିଲା ମୃତଦେହ

ଆନନ୍ଦପୁର,୧୮ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ଅମାରଙ୍ଗ ବୈତରଣୀ ନଦୀ ଘାଟରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି।

ସୂଚନାରୁ ଜଣାପଡ଼ିଛି, ଧକୋଠା ଅମାରଙ୍ଗ ଗ୍ରାମର ଚିନ୍ତାମଣି ପଲେଇ (୫୨)ତିନି ଦିନ ହେବ ନିଖୋଜ ଥିଲେ। ପରିବାର ଲୋକେ ବୋହୁ ଖୋଜାଖୋଜି କରିଥିଲେ ସୁଦ୍ଧା ଚିନ୍ତାମଣିଙ୍କୁ ପାଇ ନ ଥିଲେ। ଶନିବାର ଧକୋଠା ଅମାରଙ୍ଗ ନଦୀଘାଟକୁ ଗ୍ରାମବାସୀ ଗାଧୋଇ ଯାଇଥିବା ବେଳେ ଏକ ମୃତଦେହ ଭାସୁଥିବା ଦେଖିବାକୁ ପାଇ ସଙ୍ଗେ ସଙ୍ଗେ ଆନନ୍ଦପୁର ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ l ଆନନ୍ଦପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀରେ ଭାସୁଥିବା ଚିନ୍ତାମଣିଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ପରିବାର ଲୋକେ ମୃତଦେହକୁ ଚିହ୍ନି ଘସିପୁରା ପୋଲିସକୁ ଖବର ଦେଇଥିଲେ l ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କ ସହ ପଚାରାଉଚରା କରିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୬ରେ ଡାଇମଣ୍ଡ ଲିଗ୍‌: ଭାଗନେବେ ସାବ୍‌ଲେ

ନୂଆଦିଲ୍ଲୀ୧୮ା୪: ଜାତୀୟ ରେକର୍ଡଧାରୀ ୩୦୦୦ ମିଟର ଷ୍ଟିପଲଚେଜର ଅବିନାଶ ସାବ୍‌ଲେ ଏପ୍ରିଲ ୨୬ରେ ଚାଇନାର ଜିଆମେନ୍‌ଠାରେ ହେବାକୁଥିବା ସିଜନ ଓପନିଂ ଡାଇମଣ୍ଡ ଲିଗ୍‌ ମିଟିଂରେ ଅଂଶଗ୍ରହଣ...

ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍‌

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ...

Dilip Ghosh: ୬୦ ବର୍ଷ ବୟସରେ ବିବାହ କରିବେ ଭାଜପା ନେତା, ଧରିବେ ଦଳୀୟ ସହଯୋଗୀଙ୍କ ହାତ

କୋଲକାତା,୧୮।୪: ପଶ୍ଚିମବଙ୍ଗର ପୂର୍ବତନ ଭାଜପା ସଭାପତି ଦିଲୀପ ଘୋଷ ୬୦ବର୍ଷ ବୟସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ତାଙ୍କର ଭାଜପା ସହଯୋଗୀ ରିଙ୍କୁ...

Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ

ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ...

ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ...

ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ

ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ...

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟର ପରମ୍ପରାକୁ ସଂରକ୍ଷଣ ଓ ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ...

ଟ୍ରମ୍ପ୍‌ଙ୍କୁ ‘ସୁପ୍ରିମ’ ଝଟ୍‌କା: ନିଷ୍ପତ୍ତି ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image