ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କଙ୍କି ଫୁଲ ଉପରେ ବସିଥିବା ଦେଖିବାକୁ ମିଳୁଛି। ପରେ ଏକ ବେଙ୍ଗଟି ଡେଇଁ ସେ କଙ୍କିଟିକୁ ଖାଇ ଦେଉଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।
Faith is not jumping to conclusions. It is concluding to jump. pic.twitter.com/Kwhgvuqe8t
— Susanta Nanda (@susantananda3) March 1, 2021