Posted inଫୁରସତ

ଦେଖିଲେ ଟାଙ୍କୁରି ଉଠିବ ଲୋମ, ଅଣ୍ଡା ଭିତରୁ ବାହାରୁଛି ଅହିରାଜ ଛୁଆ: ପରେ…

ପ୍ରତ୍ୟୋକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥିାଲ ସେଥିରେ ଜୀବଜନ୍ତୁ, ବନ୍ୟପ୍ରାଣୀ ଅନ୍ୟତମ। କୁକୁର ଛୁଆ, ବିଲେଇ ଛୁଆ, ଛେଳି ଛୁଆ ଏମିତି ବାଛୁରୀ ଜନ୍ମ ହେବାର ଆକର୍ଷଣୀୟ ଦୃଶ୍ୟ ହୁଏତ ଆପଣ ଦେଖିଥିବେ, ମାତ୍ର ଅହିରାଜ ଛୁଆ ଜନ୍ମ ହେବା କେବେ ଦେଖି ନଥିବେ। ବର୍ତ୍ତମାନ ଏକ ଅଣ୍ଡାର ଅହିରାଜ ଛୁଆ ବାହାରୁଥିବା ଭିଡିଓ ଭାଇରାଲ ହେଛଛି।
ଏକ ବର୍ଷ ପୂର୍ବେ ଇନଷ୍ଟାଗ୍ରାମରେ ଶେୟାର ହୋଇଥିବା ଏହି ଭିଡିଓ ବର୍ତ୍ତମାନ X ରେ @AMAZlNGNATURE ନାମକ ଏକ ପେଜ୍‌ରେ ପୁଣିଥରେ ଶେୟାର ହୋଇଛି। ଏହି କ୍ଲିପ୍‌ରେ ଜଣେ ବ୍ୟକ୍ତି ତାଙ୍କ ହାତରେ ଏକ ଅଣ୍ଡା ଧରିଛନ୍ତି ଆଉ ତା ଭିତରୁ ଧୀରେ ଧୀରେ ଏକ ଅହିରାଜ ଛୁଆ ବାହାରକୁ ଆସୁଥିବା ଦେଖାଯାଉଛି। ଏହି ଭିଡିଓରେ ଆପଣ ସଂପୂର୍ଣ୍ଣ ଭାବେ ଅହିରାଜ ଛୁଆଟି ବାହାରୁଥିବା ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡରେ କାହିଁକି ହସନ୍ତିନି ଲୋକ, ଜଣାପଡିଲା ବଡ଼ କାରଣ…

ଭାରତରେ ରହୁଥିବା ପ୍ରତ୍ୟେକ ନାଗରିକଙ୍କ ପାଖରେ ଆଧାର କାର୍ଡ ରହିବା ଆବଶ୍ୟକ । ଅନେକଙ୍କର ପାଖରେ ପାନ୍‌ ଓ ପାସପୋର୍ଟ ମଧ୍ୟ ଅଛି । ଭାରତରେ,...

ମନ୍ଦିର ମାଳିନୀ ଭୁବନେଶ୍ୱର

ପୁରାଣ ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଓଡ଼ିଶାର ରାଜଧାନୀ କରିବା ପାଇଁ ୧୯୪୮ ଏପ୍ରିଲ ୧୩ରେ ଶିଳାନ୍ୟାସ କରାଯାଇଥିଲା। ଏହାପରଠାରୁ ଧୀରେ ଧୀରେ ଏହା ଦେଶର...

ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପାଇଁ ପ୍ରସ୍ତୁତିରେ ଭିତରକନିକା…

କେନ୍ଦ୍ରାପଡ଼ା ଜିଲାରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ପ୍ରକୃତିପ୍ରେମୀଙ୍କୁ ସର୍ବଦା ଆକୃଷ୍ଟ କରିଆସୁଛି। ଏହି ଆର୍ଦ୍ରଭୂମିରେ ୭୨ ପ୍ରକାର ହେନ୍ତାଳ ଜାତୀୟ ବିରଳ...

ପିଲାଙ୍କ ପାଠପଢ଼ା ଚାଲିଥିବା ବେଳେ ହଠାତ୍‌ କ୍ଲାସ୍‌ରୁମ୍‌ ଏସିରୁ ବାହାରିଲା ସାପ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୦ା୯: ନୋଏଡାର ଘରୋଇ ବିଶ୍ୱବିଦ୍ୟାଳୟର ଏକ କ୍ଲାସ୍‌ରୁମ୍‌ର ଏସିରୁ ହଠାତ୍‌ ଗୋଟିଏ ସାପ ବାହାରିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ପିଲାମାନେ ଭୟଭୀତ ହୋଇ ଡେସ୍କ...

ମୃତ୍ୟୁ ପରେ ମୃତଦେହକୁ କାଟି ଖାଇଯାନ୍ତି ଏହି ଲୋକ, ଅଦ୍ଭୁତ ପରମ୍ପରାକୁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୃତ୍ୟୁ ପରେ, ପୃଥିବୀର ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ଉପାୟରେ ଶବଦାହ କରନ୍ତି। କେତେକ ସ୍ଥାନରେ, ଶେଷ ରୀତିନୀତି କରିବାର ପ୍ରକ୍ରିୟା ଏପରି ଯେ ଏହା...

ବନ୍ଦର ସହର ପାରାଦୀପ

ବର୍ଷତମାମ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି ଓଡ଼ିଶାର ପ୍ରସିଦ୍ଧ ବନ୍ଦର ସହର ପାରାଦୀପ। ଜଗତ୍‌ସି ଜିଲାର ଏହି ସହରର ପ୍ରମୁଖ ଆକର୍ଷଣ ହେଉଛି ପଣ୍ୟବାହୀ ଜାହାଜ, ମହାନଦୀ...

ଭାରତୀୟ ଖାଦ୍ୟ ଅପରିଷ୍କାର କହିଲେ ଅଷ୍ଟ୍ରେଲୀୟ ୟୁଟ୍ୟୁବର

ନୂଆଦିଲ୍ଲୀ,୧୯ା୯: ଅଷ୍ଟ୍ରେଲୀୟ ୟୁଟ୍ୟୁବର ସିଡ୍‌ନୀ ଓ୍ବାଟ୍‌ସନ୍‌ ଭାରତୀୟ ବ୍ୟଞ୍ଜନକୁ ଅପରସ୍କାର ଆଖ୍ୟା ଦେଇ ବିବାଦୀୟ ହୋଇଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କ ପୋଷ୍ଟ ଝଡ଼ ସୃଷ୍ଟି କରିଛି।...

ଅନୁସରଣୀୟ ବ୍ୟକ୍ତିତ୍ୱ

ପ୍ରାଣକୃଷ୍ଣ ପରିଜା ଜଗତ୍‌ସିଂହପୁର ଜିଲା ଇଚ୍ଛାପୁରରେ ୧ ଏପ୍ରିଲ୍‌ ୧୮୯୧ରେ ଭାରତର ବିଶିଷ୍ଟ ଉଦ୍ଭିଦ ବିଜ୍ଞାନୀ ପ୍ରାଣକୃଷ୍ଣ ପରିଜା ଜନ୍ମଗ୍ରହଣ କରିଥିଲେ। ଗଛ ଶରୀର କ୍ରିୟାତତ୍ତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri