Posted inଫୁରସତ

ମାରିଦେଇ ବର୍ତ୍ତିଯିବେ ଭାବିଥିଲେ ହେଲେ ପାଇଲେ ପାନେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବାଳକ ପୋଲ ଉପରେ ବସି ଗାଈକୁ ଗୋଇଠା ମାରିଥିଲେ। ପରେ ଗାଈ ତାଙ୍କୁ ଏପରି ଏକ ଲାତ ଦେଲା ସେ ପୋଲ ତଳକୁ ପଡ଼ିଯାଇଥିବା ଦେଖିବାକୁ ମିଳୁଛି।
ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ଓଡ଼ିଶା ଆସିବେ ଗଡ଼କରି: କରିବେ ବଡ଼ ଘୋଷଣା..

ଭୁବନେଶ୍ୱର,୧୫।୪: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ୧୭ ତାରିଖରେ ଓଡ଼ିଶା ଆସିବେ। ସେ କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ। ପରେ ବିଭିନ୍ନ NHAI...

ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ବଢୁଛି କ୍ୟାନ୍ସର, ଜାଣନ୍ତୁ କିପରି କରିବେ ମୁକାବିଲା

ନୂଆଦିଲ୍ଲୀ,୧୫।୪: ଗତ କିଛି ବର୍ଷ ମଧ୍ୟରେ ଜଳବାୟୁ ପରିବର୍ତ୍ତନ କାରଣରୁ ବାତ୍ୟା, ଭୂମିକମ୍ପ, ବନ୍ୟା, ଜ୍ୱାଳାମୁଖୀ ଉଦଗୀରଣ ଭଳି ରେକର୍ଡ ସଂଖ୍ୟକ ପ୍ରାକୃତିକ ବିପର୍ଯ୍ୟୟ ଦେଖିବାକୁ...

ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି? ଜାଣନ୍ତୁ କ’ଣ …

ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି ? ଘରେ ସବୁ ବେଳେ ଦେଖାଯାଉଛି କି ଅଭାବ ତେବେ ନିଶ୍ଚୟ ଜାଣନ୍ତୁ ଏ ବିଷୟରେ। ଆର୍ଥିକ...

କରୀନାଙ୍କ ଆଗାମୀ ପ୍ରୋଜେକ୍ଟ ‘ଦାୟରା’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ତାଙ୍କ ନୂତନ ପ୍ରୋଜେକ୍ଟ ସମ୍ପର୍କରେ ସୋମବାର ଇନ୍‌ଷ୍ଟାଗ୍ରାମରେ ଘୋଷଣା କରିଛନ୍ତି। ଆଗାମୀ ଦିନରେ ସେ ଫିଲ୍ମ ନିର୍ମାତା ତଥା...

ଏନଏସି ହେବ ଜଗନ୍ନାଥପ୍ରସାଦ ପଞ୍ଚାୟତ: ଘୋଷଣା କଲେ ବିଧାୟକ

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପଂଚାୟତ (ବ୍ଲକ ମୁଖ୍ୟ କାର୍ଯ୍ୟାଳୟ)କୁ ଏନଏସିରେ ପରିଣତ କରାଯିବ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଖୁବଶୀଘ୍ର ରାଜ୍ୟ ସରକାର...

ଖାଲି ପେଟରେ ଏମିତି ଖାଆନ୍ତୁ ଭୃଶଙ୍ଗ ପତ୍ର:୫ ରୋଗରୁ ମିଳିବ ମୁକ୍ତି

ଅଧିକାଂଶ ଲୋକ ଖାଦ୍ୟକୁ ସ୍ବାଦିଷ୍ଟ କରିବା ପାଇଁ ଭୃଶଙ୍ଗ ପତ୍ର ବ୍ୟବହାର କରନ୍ତି। କିନ୍ତୁ ଆୟୁର୍ବେଦିକ ଦୃଷ୍ଟିକୋଣରୁ ଏହାର ଅନେକ ସ୍ବାସ୍ଥ୍ୟ ଲାଭ ଅଛି। ଏହାକୁ...

EDର ସମନ ପାଇ ହାଜର ହେବାକୁ ଚାଲି ଚାଲି ପଳାଇ ଆସିଲେ ରବର୍ଟ ଭଦ୍ରା!

ନୂଆଦିଲ୍ଲୀ,୧୫।୪: ଜମି କାରବାର ମାମଲାରେ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ଏବଂ ବ୍ୟବସାୟୀ ରବର୍ଟ ଭଦ୍ରାଙ୍କୁ ଦ୍ୱିତୀୟ ଥର ପାଇଁ ପଚରାଉଚରା ପାଇଁ ପ୍ରବର୍ତ୍ତନ...

ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image